ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବାଇକ ଉପରେ ମାଡ଼ିଗଲା ଟ୍ରକ: ଦମ୍ପତି ମୃତ, ପୁଅ ଗୁରୁତର

କଟକ: କଟକ-ଚାନ୍ଦବାଲି ରାସ୍ତାର ନୃସିଂହବଜାର ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ ଧକ୍କାରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ବେଳେ ପୁଅ ଗୁରୁତର ହୋଇଛି। ୩ଜଣ ବାଇକରେ କଟକରୁ ଆସୁଥିବା ବେଳେ ଟ୍ରକଟି ଚଢ଼ିଯାଇଥିଲା । ଘଟଣାସ୍ଥଳରେ ସ୍ବାମୀ-ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ଶିଶୁପୁତ୍ରକୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।

Leave A Reply

Your email address will not be published.