ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ତପ୍ତପାଣି ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ନଳକୂପ ଖନନ ଗାଡି, ୧୦ରୁ ଉର୍ଦ୍ଧ୍ବ ଆହତ

ଗଂଜାମ: ଭାରସାମ୍ୟ ହରାଇ ଓଲଟିଲା ନଳକୂପ ଖନନ ଗାଡି । ଗଜପତି ସୀମାନ୍ତ ପାଟପୁର ଥାନା ଅନ୍ତର୍ଗତ ତପ୍ତପାଣି ଘାଟିରେ ଘଟିଛି ଏହି ଦୁର୍ଘଟଣା l ଦୁର୍ଘଟଣାରେ ୧୦ରୁ ଉର୍ଦ୍ଧ୍ବ ଆହତ ହେଇ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଦୁଇଜଣ ଶ୍ରମିକ ଗାଡି ତଳେ ଚାପି ହୋଇକି ରହିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ସାନଖେମୁଣ୍ଡି ଅଗ୍ନିଶମ ବିଭାଗ ପହଁଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ଗାଡ଼ିଟି ଗଜପତି ଜିଲ୍ଲାରୁ ଗଞ୍ଜାମ ଆସୁଥିବା ବେଳେ ଭାରସାମ୍ୟ ହରାଇ ଘାଟିରେ ଓଲଟି ପଡିଥିଲା ।

Leave A Reply

Your email address will not be published.