ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ (୦୧-୦୩-୨୦୨୨)

ମେଷ: ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଚାକିରିରେ ପଦୋନ୍ନତି ହୋଇପାରେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ବାଣିଜ୍ୟରେ ସଞ୍ଚୟ ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ | ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍ |

ବୃଷ: କର୍ମକ୍ଷେତ୍ରରେ ଅବହେଳା ରହିବ | ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ମହିଳାମାନେ ଉଦାରମନା ରହିବେ | ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା |

ମିଥୁନ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ । ପ୍ରଶାସନିକ ଅଭିଯୋଗ ଆସିପାରେ | ପରିବହନ ଓ ବାଣିଜ୍ୟ ନୈରାଶ୍ୟଜନକ ରହିବ । ଶିକ୍ଷାର୍ଥୀ ଅପଯଶ ପାଇବେ | ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ |

କର୍କଟ: ବନ୍ଧୁବାନ୍ଧବଙ୍କ ସହଯୋଗ ପାଇବେ। ସାଂସାରିକ ସ୍ନେହ ସୌହାର୍ଜ୍ୟ ଅକ୍ଷୁଣ୍ଣ ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍ |

ଏଥିସହିତ ପଢ଼ନ୍ତୁ

ସିଂହ: ବାରମ୍ବାର ଚେଷ୍ଟା କରି ସୁଫଳ ପାଇବେ | ରାଜନୀତିରେ ଜନସେବାରେ । ବ୍ରତୀ ହେବେ । ଚାକିରିରେ ନିଷ୍ଠାପର ରହିବେ ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଆଜ୍ଞାଧୀନ ହେବେ | ଶୁଭ ଅଙ୍କ-୯,ଶୁଭ ରଙ୍ଗ- ମେରୁନ୍ |

କନ୍ୟା: ଗୁରୁଜନମାନଙ୍କୁ ନେଇ ଚିନ୍ତାରେ ରହିବେ। ଚାକିରିରେ କାର୍ଯ୍ୟଭାର ରହିବ । ରାଜନୀତିରେ ବିରୋଧୀ ପ୍ରଭାବିତ କରିବେ | ବାଣିଜ୍ୟରେ ସମସ୍ୟା ରହିବ । ଶିକ୍ଷାର୍ଥୀ ହତୋତ୍ସାହ ରହିବେ | ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍ |

ତୁଳା: ଯୋଜନା କରି ସଫଳ ହେବେ । ଦେହ ଓ ମନ ଭଲ ରହିବ | ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ସଫଳା ପାଇବେ | ଶୁଭ ଅଙ୍କ- ୫, ଶୁଭ ରଙ୍ଗ-ସବୁଜ |

ବିଛା: ସମ୍ମାନ ଲାଭ ଓ ମନ ପ୍ରଫୁଲ୍ଲ ରହିବ । ଆୟ ଅବ୍ୟାହତ ରହିବ । ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ । ବାଣିଜ୍ୟରେ ସଞ୍ଚୟ ହେବ । ଶିକ୍ଷାର୍ଥୀ ଉଚ୍ଚ ଶିକ୍ଷାପ୍ରତି ଆଗ୍ରହୀ ହେବେ | ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍ |

ଧନୁ: ବିଭିନ୍ନ କ୍ଷେତ୍ରରୁ ଆୟର ପଥ ଉନ୍ନକ୍ତ ରହିଛି। ଉଭୟେ ପ୍ରେମ ଓ ଦାମ୍ପତ୍ୟ ମଧୁର ସମ୍ପର୍କ ରହିବ। ବାଣିଜ୍ୟରେ ଉତ୍ତମ ଆୟ ରହିବ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ଗୋଲ୍ଡେନ୍ |

ମକର: ଦିନଟି କିଛିଟା ସମସ୍ୟା ଦେଇ ଗତି କରିବେ । ଅନ୍ୟ ପାଇଁ ଅବଦସ୍ତ ହୋଇପାରନ୍ତି। ମହିଳାମାନେ ଉଦାସ ରହିବେ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ |

କୁମ୍ଭ: ଆର୍ଥିକ ଦୁରାବସ୍ଥା ରହିବ | ଚାକିରିରେ ଶତ୍ରୁବୃଦ୍ଧି ହେବେ । ରାଜନୀତିରେ ଜଟୀଳ ପରିସ୍ଥିତି ରହିବ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିପାରନ୍ତି |ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ

ମୀନ: ନୂତନ କର୍ମରେ ନିଯୁକ୍ତି ଯୋଗ ମଧ୍ୟ ଜଣାଯାଏ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ | ମହିଳାମାନେ ରକ୍ଷଣଶୀଳା ହେବେ | ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ- କମଳା |

Leave A Reply

Your email address will not be published.