ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ (୦୧-୦୬-୨୦୨୧)

ମେଷ: ଆୟର ପଥ ଉନ୍ମୁକ୍ତ ରହିଛି। ସାଂସାରିକ ସୁଖସମୃଦ୍ଧି ପ୍ରାପ୍ତି ହେବ। ରାଜନୀତିରେ ଲୋକସମ୍ପର୍କ ବଢିବ। ଶିଳ୍ପ ଓ ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:ମନର ପରିକଳ୍ପନା ସଫଳ ହେବ। ଚାକିରିରେ ଧନସମ୍ମାନ ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଶୁଭଫଳ ପାଇବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ଚାକିରିରେ ସ୍ଥାନଚ୍ୟୁତ ହୋଇପାରେ। ରାଜନୀତିରେ ଷଡଯନ୍ତ୍ରରେ ପ୍ରଭାବିତ ହେବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କର୍କଟ:ମନର ଭାବ ଭଲ ରହିବ ନାହିଁ। ଚାକିରିରେ ସହକର୍ମୀଙ୍କ ପ୍ରିୟଭାଜନ ହେବେ। ରାଜନୀତିରେ ବାଧାବିଘ୍ନ ରହିବ। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଏଥିସହିତ ପଢ଼ନ୍ତୁ

ସିଂହ:କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ। ପ୍ରଶାସନିକ ଲୋକପ୍ରିୟତା ବୃଦ୍ଧି ପାଇବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:ପରିଶ୍ରମର ଫଳ ପାଇବେ। ରାଜନୀତିରେ ସକ୍ରିୟ ରହିବେ। ଚାକିରିରେ ନିଷ୍ଠା ରହିବ। ପରିବହନ,ଶିଳ୍ପ ଓ ବାଣିଜ୍ୟରେ ସଫଳତା ପାଇବେ। ଶୁକ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ତୁଳା:କର୍ମକ୍ଷେତ୍ରରେ ଅପଦସ୍ତ ହୋଇପାରନ୍ତି। ଚାକିରିରେ କାର୍ଯ୍ୟ ବହୁଳ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ବିଛା:ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ପ୍ରସିଦ୍ଧି ବଢିବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଧନୁ:ବିଭିନ୍ନ ଦିଗରୁ ଆୟ ହେବ। ସାଂସାରିକ ଉତ୍ତମ ବୁଝାମଣା ରହିବ। ପ୍ରଶାସନିକ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ମନମୁତାବକ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମକର:ଅସ୍ଥିରତା କାରଣରୁ କାର୍ଯ୍ୟ ତ୍ରୁଟି କରିପାରନ୍ତି। ପଡୋଶୀଙ୍କ ସହ ମନାନ୍ତର ରହିବ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ:ଆବଶ୍ୟକ ଅନୁସାରେ ଅର୍ଥାଲାଭ ହେବ। ମହିଳାମାନେ ପ୍ରସନ୍ନ ରହିବେ। ଚାକିରିରେ ପ୍ରଶଂସିତ ହେବେ। ବାଣିଜ୍ୟରେ ସଫଳ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମୀନ:କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ନେଇ ବ୍ୟସ୍ତରେ ରହିବେ। ଚାକିରିରେ ସହଯୋଗ ମିଳିବ। ଶିଳ୍ପ ଓ ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

Leave A Reply

Your email address will not be published.