ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ (୦୫-୧୦-୨୦୨୧)

ମେଷ: ସମାଜରେ ପ୍ରତିଷ୍ଠିତ ହେବେ। ଚାକିରିରେ ସମ୍ମାନ ବୃଦ୍ଧି ପାଇବ। ମହିଳା ରକ୍ଷଣଶୀଳ ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ । ଶୁଭ ଅଙ୍କ — ୩, ଶୁଭ ରଙ୍ଗ – ହଳଦିଆ

ବୃଷ: କୌଣସି ବିଷୟକୁ ନେଇ ଦୁଶ୍ଚିନ୍ତାରେ ରହିବେ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ପରିବହନ ଓ ବାଣିଜ୍ୟ ଚିନ୍ତାଜନକ ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡିବେ। ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ଧଳା

ମିଥୁନ: ଦିନଟି ଚଳଚଞ୍ଚଳ ରହିବେ। ଚାକିରିରେ ପ୍ରଶଂସିତ ହେବେ । ମହିଳାମାନେ ସୁଖୀ ରହିବେ । ରାଜନୀତିରେ ଲୋକ ସଂପକୋ ବଢିବ । ବାଣିଜ୍ୟରେ ପ୍ରସାର ହେବେ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

କର୍କଟ: କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ମହିଳାମାନେ ଆଦରଣୀୟା ହେବେ । ପ୍ରଶାସନିକ ସକ୍ରିୟ ରହିବେ । ବାଣିଜ୍ୟରେ ସଞ୍ଚୟ ହେବେ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ – ୨, ଶୁଭ ରଙ୍ଗ – ଧଳା

ଏଥିସହିତ ପଢ଼ନ୍ତୁ

ସିଂହ : କର୍ମକ୍ଷେତ୍ରରେ ଅବହେଳା ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ – ୧, ଶୁଭ ରଙ୍ଗ – ନୀଳ

କନ୍ୟା: ଅପେକ୍ଷାର ସମାପ୍ତି ଘଟିବ । ଉଭୟେ ପ୍ରେମ ଓ ଦାମ୍ପତ୍ୟ ମଧୁର ସଂପର୍କ ରହିବ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଯଶ ପାଇବେ । ଶୁଭ ଅଙ୍କ – ୪, ଶୁଭ ରଙ୍ଗ – ମେଟାଲିକ୍

ତୁଳା : ବହୁ ପରିଶ୍ରମ କରି ସୁଫଳ ପାଇବେ । ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଦୂରଯାତ୍ରା କରିପାରନ୍ତି। ବାଣିଜ୍ୟରେ ମଧ୍ୟମ ଫଳ ପାଇବେ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – କଳା

ବିଛା : କର୍ମକ୍ଷେତ୍ରରେ ସ୍ଵାଧୀନତା ରହିବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟରେ ଉତ୍ତମ ଆୟ ହେବ । ଶିକ୍ଷାର୍ଥୀ ସଫଳତା ପାଇବେ । ଶୁଭ ଅଙ୍କ – ୨, ଶୁଭ ରଙ୍ଗ – ସିଲଭର

ଧନୁ : କାର୍ଯ୍ୟସିଦ୍ଧି ସହ ସୁଖ ସମ୍ମାନ ପାଇବେ । ପ୍ରଶାସନିକ ପ୍ରଭାବଶାଳୀ ରହିବେ | ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ସଞ୍ଚୟ ହେବେ। ଶିକ୍ଷାର୍ଥୀ ଆଦର ପାଇବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ – କ୍ରିମ୍

ମକର : କର୍ମକ୍ଷେତ୍ରରେ ମନ୍ଥରତା ରହିବ। ଚାକିରିରେ ଅବହେଳା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ଦେଖାଦେବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ | ଶୁଭ ଅଙ୍କ – ୮, ଶୁଭ ରଙ୍ଗ – କଳା

କୁମ୍ଭ : କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ଶତ୍ରୁ ବୃଦ୍ଧି ହେବେ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଅସଫଳ ହେବେ। ଶୁଭ ଅଙ୍କ – ୪, ଶୁଭ ରଙ୍ଗ – ମେଟାଲିକ

ମୀନ : କର୍ମକ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ଚାକିରିରେ ଧନ ସମ୍ମାନ ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଭଲ ଆୟ ହେବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ – ୭, ଶୁଭ ରଙ୍ଗ – କଫି

Leave A Reply

Your email address will not be published.