ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ ( ୦୭-୦୯-୨୦୨୧ )

ମେଷ:ନୂତନ ଯୋଜନା କରି ସଫଳ ହେବେ। ସନ୍ତାନସନ୍ତତିଙ୍କ ଦ୍ବାରା ଉପକୃତ ହେବେ। ଚାକିରିରେ ନିଷ୍ଠାପର ରହିବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:ଦିନଟିରେ ଖର୍ଚ୍ଚାନ୍ତ ଓ ଅଭାବ ଦେଖାଦେବ। ମହିଳାମାନେ ବିରକ୍ତିମନା ରହିବେ।ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ।ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମିଥୁନ:ଅଟକି ରହିଥିବା କାର୍ଯ୍ୟ ସମାପନ ହେବ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ଚାକିରିରେ ସମ୍ମାନ ପାଇବେ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ।ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

କର୍କଟ:କୌଣସି ଆର୍ଥିକ କଥାକୁ ନେଇ ଚିନ୍ତାରେ ରହିବେ। ଚାକିରିରେ କାର୍ଯ୍ୟବହୁଳ ରହିବ। ବାଣିଜ୍ୟରେ ଉତ୍ତେଜନା ସ୍ଥିତି ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ଏଥିସହିତ ପଢ଼ନ୍ତୁ

ସିଂହ:ଦିନଟି ହର୍ଷୋଲ୍ଲାସ ଭିତରେ କଟିବ। ରାଜନୀତିରେ ସୁନାମ ପାଇବେ। ପ୍ରଶାସନିକ ଉଚ୍ଚ ପ୍ରଶଂସା ପାଇବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:ବ୍ୟୟ ବହୁଳତା ଭିତରେ କାର୍ଯ୍ୟ ସମ୍ପନ୍ନ ହେବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଚାପ ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅନ୍ୟମନସ୍କ ରହିବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ତୁଳା:କର୍ମକ୍ଷେତ୍ରରେ ସୁଖ ସମ୍ମାନ ପ୍ରାପ୍ତି ହେବ। ପ୍ରଶାସନିକ ଓ ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ବିଛା:ବିଭିନ୍ନ ଉପାୟରେ ଆୟ କରିବେ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ରକ୍ଷଣଶୀଳ ହେବେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି

ଧନୁ:ଶୃଙ୍ଖଳିତ ଧାରାରେ କାର୍ଯ୍ୟ ତୁଲାଇବେ।ରାଜନୀତିରେ ଜନସେବାରେ ବ୍ରତୀ ହେବେ। ମହିଳାମାନେ ଧର୍ମପରାୟଣା ହେବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମକର:କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ହତାଦର ହେବେ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

କୁମ୍ଭ:ଦିନଟିରେ ଆଶାନୁରୂପ ଫଳ ପାଇବେ। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ପ୍ରସିଦ୍ଧି ପ୍ରାପ୍ତି ହେବ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ମୀନ:କର୍ମକ୍ଷେତ୍ରରେ ସହଯୋଗ ପାଇବେ। ଆର୍ଥିକ ସ୍ବଚ୍ଛଳତା ରହିବ। ମହିଳାମାନେ ଦୃଢ଼ମନା ରହିବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

Leave A Reply

Your email address will not be published.