ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ (୦୮-୦୩-୨୦୨୨)

ମେଷ : କେତେକ ସମସ୍ୟାକୁ ନେଇ ବିଚଳିତ ରହିବେ। ଚାକିରିରେ ବ୍ୟସ୍ତ ବିବ୍ରତ ରହିବେ। ରାଜନୀତିରେ ଲୋକସମ୍ପର୍କ ବଢିବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ଗୋଲଡେନ୍

ବୃଷ : କର୍ମକ୍ଷେତ୍ରରେ ଆବଦ୍ଧଯୋଗ ମନେ ହେବ। ରାଜନୀତିରେ ଚିନ୍ତାଜନକ ରହିବେ। ମହିଳାମାନେ ବିରକ୍ତିମନା ହେବେ। ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀମାନେ ହତୋତ୍ସାହ ହେବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ

ମିଥୁନ : ବଡ଼ଧରଣର କାର୍ଯ୍ୟ ତୁଲାଇ ପାରନ୍ତି। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ।  ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍‌।

କର୍କଟ: ସ୍ବପ୍ନ ସାକାର ହେବ। ଦେହ ଓ ମନ ଭଲ ରହିବ। ଚାକିରିରେ ସମ୍ମାନିତ ହେବେ। ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ଭଲ ଲାଭ ମିଳିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍।

ଏଥିସହିତ ପଢ଼ନ୍ତୁ

ସିଂହ: କର୍ମକ୍ଷେତ୍ରରେ ସମ୍ମାନ ପାଇବେ । ରାଜନୀତିରେ ଦାୟିତ୍ବବୋଧ ପାଇଁ ଖ୍ୟାତି ପାଇବେ। ମହିଳାମାନେ ଧର୍ମ ପରାୟଣା ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ଅନୁଶାସନ ଭିତରେ ରହିବେ । ଶୁଭ ଅଙ୍କ- ୯,ଶୁଭ ରଙ୍ଗ – ଲାଲ୍ |

କନ୍ୟା: କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ସାଂସରିକ ଅଭାବ ଅସୁବିଧା ରହିବ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ତୁଳା: ବିଭିନ୍ନ ଉପାୟରେ ଆୟ କରିବେ । ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ପାଇବେ । ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ଧଳା ।

ବିଛା: କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ। ପ୍ରଶାସନ ଓ ରାଜନୀତିରେ ପ୍ରଭାବଶାଳୀ ରହିବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ- ଗୋଲଡେନ୍ ।

ଧନୁ: କର୍ମକ୍ଷେତ୍ରର ପରିସର ବୃଦ୍ଧିପାଇବ। ଚାକିରିରେ ଧନସମ୍ମାନ ପାଇବେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବା ପରିବହନ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା |

ମକର: କେତେକ କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ । ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶିକ୍ଷାର୍ଥୀ ଆଳସ୍ୟ ରହିବେ | ଶୁଭ ରଙ୍ଗ- ୪, ଶୁଭ ରଙ୍ଗ- ମେଟାଲିକ୍।

କୁମ୍ଭ: କର୍ମକ୍ଷେତ୍ର ସମସ୍ୟା ବହୁଳ ରହିବ। ରାଜନୀତିରେ ଉତ୍ତେଜନା ପରିସ୍ଥିତି ରହିପାରେ। ମହିଳାମାନେ ନିଜକୁ ହେୟ ମନେ କରିବେ। ବାଣିଜ୍ୟରେ ଚିନ୍ତାଜନକ ପରିସ୍ଥିତି ରହିବ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ-ସବୁଜ।

ମାନ, ବିଭିନ୍ନ ଉପାୟରେ ଅର୍ଥାଗମ ହୋଇପାରେ। ଚାକିରିରେ ଉଚ୍ଚ ପ୍ରଶଂସା ପାଇବେ । ପ୍ରଶାସନିକ ଦାୟିତ୍ବବୋଧ ରହିବ । ବାଣିଜ୍ୟରେ ଉତ୍ତମ ଲାଭ ମିଳିବ । ଶିକ୍ଷାର୍ଥୀ ନିଷ୍ଠାପର ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା।

Leave A Reply

Your email address will not be published.