ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ (୧୧-୦୧-୨୦୨୨)

ମେଷ: କୌଣସି କାର୍ଯ୍ୟକୁ ନେଇ ଅସ୍ଥିର ରହିବେ। ଚାକିରିରେ ବ୍ୟସ୍ତତା ଭିତରେ ଗତି କରିବେ। ରାଜନୀତିରେ ଲୋକ ସମ୍ପର୍କ ବଢ଼ିବ। ଶିଳ୍ପ ଓ ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି।

ବୃଷ: ବିଭିନ୍ନ ଉପାୟରେ ଅର୍ଥାଗମ ହେବ। ଚାକିରିରେ ପଦୋନ୍ନତି ହୋଇପାରେ । ରାଜନୀତିରେ ସକ୍ରୀୟ ରହିବେ ବା ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ମିଥୁନ: କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ସାଂସାରିକ ସୁଖ ସମୃଦ୍ଧି ପ୍ରାପ୍ତି ହେବ। ଚାକିରିରେ ସହଯୋଗ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲିଭର୍‌।

କର୍କଟ: ବିଭିନ୍ନ ଉପାୟରେ ଆୟ କରିବେ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଚାକିରିରେ ସମ୍ମାନିତ ହେବେ। ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ ନିଷ୍ଠାପର ରହିବେ । ଶୁଭ ଅଙ୍ଗ-୯,ଶୁଭ ରଙ୍ଗ-ଲାଲ୍‌।

ଏଥିସହିତ ପଢ଼ନ୍ତୁ

ସିଂହ: କର୍ମକ୍ଷେତ୍ରରେ ସହଯୋଗ ପାଇବେ। ଚାକିରିରେ ଦାୟିତ୍ବବୋଧ ରହିବେ। ମହିଳାମାନେ ଯଶ ପାଇବେ। ବାଣିଜ୍ୟର ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ଗୋଲଡେନ୍‌।

କନ୍ୟା: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ରାଜନୀତିରେ ଲୋକପ୍ରିୟତା ହ୍ରାସ ପାଇବ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ- ସବୁଜ।

ତୁଳା: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ ଧନ ସମ୍ମାନ ପାଇବେ। ରାଜନୀତିରେ ପ୍ରଶଂସିତ ହେବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ସନ୍ତୋଷଜନକ ରହିବେ। ଶିକ୍ଷାର୍ଥୀ ସୁଫଳ ପାଇବେ। ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ଧଳା।

ବିଛା: ଦିନଟି କର୍ମତତ୍ପର ରହିବେ। ରାଜନୀତିରେ ଶତ୍ରୁ ଆୟତ୍ତାଧୀନ ହେବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- କମଳା।

ଧନୁ: ଯୋଜନା କରି ସଫଳ ହେବେ। ସନ୍ତାନସନ୍ତତିମାନେ ଉନ୍ନତି କରିବେ। ଚାକିରିରେ ଦାୟିତ୍ବକୁ ସୂଚାରୁରୂପେ ତୁଲାଇବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଆଜ୍ଞାଧୀନ ହେବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍‌।

ମକର: କାର୍ଯ୍ୟ ବିଳମ୍ବ ଓ ବ୍ୟୟବୃଦ୍ଧି ଦେଖାଦେବ। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍‌।

କୁମ୍ଭ: ଗୁରୁତ୍ବ କାର୍ଯ୍ୟରେ ସଫଳତା ପାଇବେ। ରାଜନୀତିରେ ନେତୃତ୍ବ ନେଇ ସମ୍ମାନ ପାଇବେ। ଚାକିରିରେ ସ୍ଥାୟିତ୍ବ ରହିବ। ବାଣିଜ୍ୟ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା।

ମୀନ: ଦିନଟି ଚଳଚଞ୍ଚଳ ରହିବେ। ମହିଳାମାନେ ରକ୍ଷଣଶୀଳ ହେବେ। ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ। ଶିଳ୍ପ ଓ ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭଅଙ୍କ- ୩, ଶୁଭ ରଙ୍ଗ-କ୍ରିମ୍‌।

Leave A Reply

Your email address will not be published.