ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ ( ୧୩-୦୭-୨୦୨୧ )

ମେଷ : ପରିଶ୍ରମର ଫଳ ସମ୍ପୂର୍ଣ୍ଣ ଭାବରେ ପାଇବେ। ସନ୍ତାନସନ୍ତତିମାନେ ଉନ୍ନତି କରିବେ। ଚାକିରିରେ ସ୍ଥାୟିତ୍ବ ରହିବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ବୃଷ : ବହୁ ଚେଷ୍ଟା ସତ୍ତ୍ବେ ବି ସଫଳ ପାଇବେ ନାହିଁ। ରାଜନୀତିରେ ବିବାଦୀୟ ସ୍ଥିତି ରହିବ। ପରିବହନ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମିଥୁନ : ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ହେବ। ପରିବହନ,ଶିଳ୍ପ ଓ ବାଣିଜ୍ୟ ଚାହୁଁଥିବା ମୁତାବକ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ

କର୍କଟ : କୌଣସି ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ। ଚାକିରିରେ ସମ୍ମାନିତ ହେବେ। ପରିବହନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଏଥିସହିତ ପଢ଼ନ୍ତୁ

ସିଂହ : ଦିନଚର୍ଯ୍ୟା ଆଡମ୍ବରପୂର୍ଣ୍ଣ ରହିବ। ମହିଳାମାନେ ସୁଖୀ ରହିବେ। ରାଜନୀତିରେ ପ୍ରସିଦ୍ଧି ବଢିବ। ଶିଳ୍ପ ଓ ବାଣିଜ୍ୟରେ ଶୁଭ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

କନ୍ୟା : ବ୍ୟୟବହୁଳତା କାରଣରୁ ଋଣ ପ୍ରଭାବିତ ହୋଇପାରନ୍ତି। ଚାକିରିରେ କର୍ତ୍ତୃପକ୍ଷଙ୍କ ଚାପ ରହିବ। ପରିବହନ ଓ ବାଣିଜ୍ୟ ପ୍ରତିକୂଳ ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା : ବିଭିନ୍ନ ଉପାୟରେ ଆୟ କରିବେ। ଚାକିରିରେ ଧନସମ୍ମାନ ପାଇବେ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ମନମୁତାବକ ଫଳ ପାଇବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ବିଛା : କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଚାକିରିରେ ନିଷ୍ଠାପର ରହିବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ସଫଳତା ପାଇବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ : ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ। ମହିଳାମାନେ ଅନୁଶାସନ ଭିତରେ ରହିବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର : ଦିନଟି ବିଷମ ପରିସ୍ଥିତି ରହିବ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ରାଜନୀତି ସମସ୍ୟାବହୁଳ ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କୁମ୍ଭ : ଦିନଟି ଉତ୍ସାହିତ ଭିତରେ କଟିବ। ଚାକିରିରେ ସମ୍ମାନ ବଢିବ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମୀନ : ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ରାଜନୀତିରେ ସକ୍ରିୟ ରହିବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ସୁଫଳ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

Leave A Reply

Your email address will not be published.