ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ (୧୬-୦୨-୨୦୨୧)

ମେଷ:ଦିନଟିରେ ଅସହଯୋଗ ଓ ଅସନ୍ତୋଷ ଦେଖା ଦେବ। ସାଂସାରିକ ଅଭାବ ରହିବ। ମହିଳାମାନେ ଅସ୍ଥିର ମନା ରହିବେ। ପରିବହନ ଓ ବାଣିଜ୍ୟରେ ବ୍ୟୟବହୁଳତା ଦେଖା ଦେବ।
ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ବୃଷ:ସମାଜରେ ଉତ୍ତମ ଆସନରେ ଅଳଙ୍କୃତ ହେବେ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ରାଜନୀତିରେ ପ୍ରସିଦ୍ଧି ବଢିବ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମିଥୁନ:କର୍ମକ୍ଷେତ୍ରରେ କୌଶଳରେ ଅଗ୍ରଗତି କରିବେ। ପ୍ରଶାସନିକ ସୁନାମ ପାଇବେ। ମହିଳାମାନଙ୍କର ଧନପ୍ରାପ୍ତି ହେବ। ବାଣିଜ୍ୟରେ ଆୟବୃଦ୍ଧି ହେବ।
ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ

କର୍କଟ:ଦିନଟି ପରୋପକାର କରି ଆତ୍ମସନ୍ତୋଷ ପାଇବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ।
ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ଏଥିସହିତ ପଢ଼ନ୍ତୁ

ସିଂହ:ଦୁଃସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ ପ୍ରତି କାର୍ଯ୍ୟରେ ବାଧାବିଘ୍ନ ରହିବ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ପରିବହନ ଓ ବାଣିଜ୍ୟରେ ସମସ୍ୟା ରହିବ।
ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:କର୍ମକ୍ଷେତ୍ରରେ ବିଭିନ୍ନ ଦିଗରେ ସଫଳତା ମିଳିବ। ପ୍ରଶାସନିକ ପ୍ରଭାବଶାଳୀ ରହିବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟ ଉତ୍ସାହଜନକ ରହିବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-କଳା

ତୁଳା:ଦିନଟି ଯୋଜନା ଫଳପ୍ରଦ ହେବ। ଆର୍ଥିକ ଉନ୍ନତି ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ।।ବାଣିଜ୍ୟରେ ନୂତନତା ଆସିବ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ବିଛା:ଅନୁଶାସନ ଭିତରେ ସମୟ କଟାଇବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ଗୁରୁଜନଙ୍କ ସହଯୋଗ ମିଳିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଲାଭ ମିଳିବ।
ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି

ଧନୁ:ଘାତଚକ୍ର କାରଣରୁ ମାନସମ୍ମାନ ହାନି ସହ ପଡୋଶୀଙ୍କ ସହ ମନାନ୍ତର ହେବ। ପ୍ରଶାସନିକ ଷଡଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି। ଶିଳ୍ପ ଓ ବାଣିଜ୍ୟରେ ପ୍ରତିକୂଳସ୍ଥିତି ରହିବ।
ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର:ତୃତୀୟସ୍ଥ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ପଡୋଶୀଙ୍କ ସହଯୋଗ ପାଇବେ। ଚାକିରିରେ ପ୍ରଶଂସିତ ହେବେ। ବାଣିଜ୍ୟରେ ଉନ୍ନତି ହେବ।
ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ

କୁମ୍ଭ:କର୍ମକ୍ଷେତ୍ରରେ ପରିଶ୍ରମ ମୁତାବକ ଫଳପ୍ରାପ୍ତି ହେବ। ଚାକିରିରେ ଦାୟିତ୍ବବୋଧ ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ସ୍ବଳ୍ପ ଲାଭ ହେବ।
ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ମୀନ:ଶ୍ରୀଚନ୍ଦ୍ର କାରଣରୁ ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବଢିବ। କଳା,ବିଜ୍ଞାନ ଓ ବାଣିଜ୍ୟରେ ଆଶାମୁତାବକ ଫଳ ମିଳିବ।
ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

Leave A Reply

Your email address will not be published.