ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ (୧୬-୧୧-୨୦୨୧)

ମେଷ: ହେଉଥିବା କାର୍ଯ୍ୟ ସ୍ଥଗିତ ରହିପାରେ। ଆର୍ଥିକ ଚିନ୍ତା ରହିବ। ରାଜନୀତିରେ ସମସ୍ୟା ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ – ୧, ଶୁଭ ରଙ୍ଗ – ପିକ୍

ବୃଷ: ସ୍ବପ୍ନ ସାକାର ହେବ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଚାକିରିରେ ଧନ ସମ୍ମାନ ପ୍ରାପ୍ତି ହେବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଳ୍ପ – ୨, ଶୁଭ ରଙ୍ଗ – ଧଳା

ମିଥୁନ: କର୍ମକ୍ଷେତ୍ରରେ ପରିସର ବୃଦ୍ଧି ପାଇବ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ରାଜନୀତିରେ ସୁନାମ ପାଇବେ । ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ – ୩, ଶୁଭ ରଙ୍ଗ – କ୍ରିମ୍

କର୍କଟ: ନୂତନ ଯୋଜନା କରି ସଫଳ ହେବେ । ମହିଳାମାନେ ଧର୍ମପରାୟଣା ହେବେ। ଚାକିରିରେ ନିଷ୍ଠାପର ରହିବେ। ବାଣିଜ୍ୟ ଲାଗଜନକ ରହିବ ଶିକ୍ଷାର୍ଥୀ ଅଧୟନପ୍ରିୟ ହେବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ମେରୁନ୍

ଏଥିସହିତ ପଢ଼ନ୍ତୁ

ସିଂହ : କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ରହିବ। ଚାକିରିରେ ଅପଦସ୍ତ ହୋଇପାରନ୍ତି । ରାଜନୀତିରେ ଅସହଯୋଗ ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଅସଫଳ ହେବେ। ଶୁଭ ଅଙ୍କ – ୩, ଶୁଭ ରଙ୍ଗ – ହଳଦିଆ

କନ୍ୟା : ବନ୍ଧୁବାନ୍ଧବଙ୍କ ସହଯୋଗ ପାଇଁ ଆଗେଇବେ। ଉଭୟ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ | ମହିଳାମାନେ ସୁଖୀ ହେବେ । ଶିକ୍ଷାର୍ଥୀ ପ୍ରମୂର ରହିବେ। ଶୁଭ ଅଙ୍କ – ୪, ଶୁଭ ରଙ୍ଗ – ମେଟାଲିକ୍

ତୁଳା: ଦିନଟିରେ କର୍ମତତ୍ପର ରହିବେ । ଚାକିରିରେ ସହଯୋଗ ପାଇବେ । ମହିଳାମାନେ ଦୃଢ଼ମନା ରହିବେ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

ବିଛା: ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ । ସନ୍ତାନ ସନ୍ତତିମାନେ ) ଉନ୍ନତି କରିବେ । ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ | ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ଲାଲ୍

ଧନୁ : କେତେକ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ । ଚାକିରିରେ କାର୍ଯ୍ୟ । ବହୁଳତା ରହିବ। ମହିଳାମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ରହିବ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ଉତ୍ତେଜନା ସ୍ଥିତି ରହିବ। ଶୁଭ ଅଙ୍କ – ୭, ଶୁଭ ରଙ୍ଗ – କପି

ମକର : ସମାଜରେ ଉଚ୍ଚ ସମ୍ମାନ ପାଇବେ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ମହିଳାମାନେ ଯଶ କୀର୍ତି ପାଇବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଉଚ୍ଚ ଶିକ୍ଷା ପ୍ରତି ଆଗ୍ରହୀ ହେବେ । ଶୁଭ ଅଙ୍କ – ୮, ଶୁଭ ରଙ୍ଗ – କଳା

କୁମ୍ଭ : ଦିନଟିରେ ଚଳଚଞ୍ଚଳ ରହିବେ | ମହିଳାମାନେ ପରିଶ୍ରମୀ ହେବେ । ଚାକିରିରେ ସହଯୋଗ ପାଇବେ । ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ – ୫, ଶୁଭ ରଙ୍ଗ ସବୁଜ

ମୀନ : ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ସକ୍ରିୟ ରହିବେ। ପରିବହନ ଓ ବାଣିଜ୍ୟ ଉତ୍ସାହଜନକ ରହିବ। ଶିକ୍ଷାର୍ଥୀ ଅନୁଶାସନ ପ୍ରିୟ ହେବେ। ଶୁଭ ଅଙ୍କ –୯, ଶୁଭ ରଙ୍ଗ – କମଳା

Leave A Reply

Your email address will not be published.