ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ (୧୮-୦୫-୨୦୨୧)

ମେଷ:ଦିନଟି ଅସ୍ଥିରତା ଭିତରେ କଟିବ। ମହିଳାମାନେ ବିରକ୍ତିମନା ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:ତୃତୀୟସ୍ଥ ଚନ୍ଦ୍ରଙ୍କ କାରଣରୁ ସାମର୍ଥ୍ୟ ଅନୁଯାୟୀ ଉନ୍ନତି କରିବେ। ମହିଳାମାନେ ପରିଶ୍ରମୀ ହେବେ। ଚାକିରିରେ ସମ୍ମାନ ବଢିବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମିଥୁନ:ବହୁ ଚେଷ୍ଟା କରି କେତେକ କ୍ଷେତ୍ରରେ ଆଗେଇବେ। ସାଂସାରିକ ଆର୍ଥିକ ସୁଧାର ଆସିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ସୁଫଳ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

କର୍କଟ:ଦିନଟି ଆଡମ୍ବର ସହକାରେ କଟିପାରେ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ପରିସର ବୃଦ୍ଧି ପାଇବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ଏଥିସହିତ ପଢ଼ନ୍ତୁ

ସିଂହ:ପରିଶ୍ରମର ଫଳ ପାଇବେ ନାହିଁ। ଚାକିରିରେ ପ୍ରତିକୂଳ ସ୍ଥିତି ରହିବ। ରାଜନୀତିରେ ବିବାଦଘେରରେ ରହିପାରନ୍ତି। ଶିଳ୍ପ ଓ ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

କନ୍ୟା:ଉଚ୍ଚ ଆଶା ସଫଳ ହେବ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ଚାକିରିରେ ପଦମର୍ଯ୍ୟାଦା ବୃଦ୍ଧି ହେବ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ

ତୁଳା:ପୁରାତନ କାର୍ଯ୍ୟକୁ ସମାପନ କରିବେ। ମହିଳାମାନେ ଆଦର ସମ୍ମାନ ପାଇବେ। ଚାକିରିରେ ସୁଚାରୁରୂପେ ଧନସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ବିଛା:ପ୍ରତିଟି କାର୍ଯ୍ୟ ସହଜରେ କରିବେ। ମହିଳାମାନେ ସଂସ୍କାରପ୍ରିୟ ହେବେ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ସମ୍ପାଦକ କରିବେ। ବାଣିଜ୍ୟରେ ସଫଳତା ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଧନୁ:ସ୍ବାସ୍ଥ୍ୟ ସମସ୍ୟା ଉପୁଜିପାରେ। ମହିଳାମାନେ ହତୋତ୍ସାହ ରହିବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଚାପ ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ମକର:ପ୍ରତିଟି କାର୍ଯ୍ୟରେ ଆଗେଇ ଚାଲିବେ। ରାଜନୀତିରେ ଧନସମ୍ମାନ ପ୍ରାପ୍ତି ହେବ। ପ୍ରଶାସନିକ ଦାୟିତ୍ୱବୋଧ ରହିବ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କୁମ୍ଭ:ଦିନଟି କର୍ମତତ୍ପର ରହିବେ। ଚାକିରିରେ ପ୍ରଶଂସିତ ହେବେ। ମହିଳାମାନେ ରକ୍ଷଣଶୀଳା ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭ ଲାଭ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ମୀନ:ସବୁ କ୍ଷେତ୍ରରେ ସୁଫଳ ପାଇବେ। ମହିଳାମାନେ ଚଳଚଞ୍ଚଳ ରହିବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

Leave A Reply

Your email address will not be published.