ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ ( ୨୪-୦୮-୨୦୨୧ )

ମେଷ:ଦିନଟି ଶୃଙ୍ଖଳିତ ଭାବରେ କଟିବ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ବିଦ୍ୟାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ଧଳା

ବୃଷ:କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ଚାକିରିରେ ସ୍ଥାନଚ୍ୟୁତ ହୋଇପାରନ୍ତି। ପରିବହନ,ଶିଳ୍ପ ଓ ବାଣିଜ୍ୟ ପ୍ରତିକୂଳ ରହିବ। ବିଦ୍ୟାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ସବୁଜ

ମିଥୁନ:ଦିନଟି ପ୍ରସନ୍ନତା ଭିତରେ କଟିବ।ବନ୍ଧୁବାନ୍ଧବଙ୍କ ସହଯୋଗ ପାଇବେ। ମହିଳାମାନେ ସୁଖୀ ରହିବେ। ପରିବହନ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ପିଙ୍କ୍

କର୍କଟ:ଦିନଟି କର୍ମତତ୍ପର ରହିବେ। ଚାକିରିରେ ସମ୍ମାନ ବଢ଼ିବ। ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ଏଥିସହିତ ପଢ଼ନ୍ତୁ

ସିଂହ:ନୂତନ ଯୋଜନା ଫଳପ୍ରସୂ ହେବ। ମହିଳାମାନେ ପରିଶ୍ରମୀ ହେବେ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ବିଦ୍ୟାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୧୦,ଶୁଭ ରଙ୍ଗ-କମଳା

କନ୍ୟା:ଦିନଟି ପରିଶ୍ରମ ମୁତାବକ ଫଳ ପାଇବେ ନାହିଁ। ସାଂସାରିକ ଭୁଲ ବୁଝାମଣା ରହିବ। ଚାକିରିରେ ଅବହେଳା ରହିବ। ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ମେଟାଲିକ୍

ତୁଳା:କିଛିଟା ଉତ୍ତେଜନା ଭିତରେ ଆଗେଇ ଚାଲିବେ। ସାଂସାରିକ ଅସ୍ଥିର ମନା ରହିବେ। ରାଜନୀତିରେ ବ୍ୟସ୍ତବିବ୍ରତ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ବିଛା:ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ପଡୋଶୀଙ୍କ ସହଯୋଗ ମିଳିବ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ।ବାଣିଜ୍ୟରେ ଆୟ ଦ୍ବିଗୁଣିତ ରହିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଲାଲ୍

ଧନୁ:କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ଶିଳ୍ପ ଓ ବାଣିଜ୍ୟ ସନ୍ତୋଷଜନକ ରହିବ। ବିଦ୍ୟାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର:କର୍ମକ୍ଷେତ୍ରରେ ଠକାମିରେ ପଡିପାରନ୍ତି। ସାଂସାରିକ ଉତ୍ତେଜନା ଓ ବ୍ୟୟ ବୃଦ୍ଧି ଦେଖାଦେବ। ଚାକିରିରେ ଚିନ୍ତା ରହିବ। ବାଣିଜ୍ୟରେ ବାଧାବିଘ୍ନ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ନୀଳ

କୁମ୍ଭ:ବିଦ୍ୟାର୍ଥୀ ଉତ୍ତୀର୍ଣ୍ଣ ହେବେ। ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି। ରାଜନୀତିରେ କୌଣସି ବିଷୟକୁ ନେଇ ଚିନ୍ତା ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-ସିଲଭର୍

ମୀନ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ପ୍ରଶାସନିକ ଲୋକସମ୍ପର୍କ ବଢିବ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ବିଦ୍ୟାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

Leave A Reply

Your email address will not be published.