ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ ( ୨୫- ୦୧ -୨୦୨୨ )

ମେଷ: କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦେଇ ପାରନ୍ତି। ସାଂସାରିକ ସୁଖ ସମୃଦ୍ଧି ପ୍ରାପ୍ତି। ରାଜନୀତିରେ ଉଚ୍ଚପ୍ରଶଂସା ପାଇବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ପାଇବେ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍‌।

ବୃଷ: କର୍ମକ୍ଷେତ୍ରରେ ସମ୍ମାନ ପାଇବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ଚାକିରିରେ ନିଷ୍ଠାପର ରହିବେ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍‌।

ମିଥୁନ: ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ। ରାଜନୀତିେର ପ୍ରତିଦ୍ବନ୍ଦ୍ବିତା ରହିବ। ପରିବହନ ଓ ବାଣିଜ୍ୟରେ ଆୟ ସମାନ ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର୍‌।

କର୍କଟ: ବହୁଚେଷ୍ଟା କରି ସୁଫଳ ପାଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ମହିଳାମାନେ ପରିଶ୍ରମୀ ହେବେ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ- ଗୋଲାପି।

ଏଥିସହିତ ପଢ଼ନ୍ତୁ

ସିଂହ: ସମାଜରେ ଉତ୍ତମ ଆସନରେ ଅଳଂକୃତ ହୋଇପାରନ୍ତି। ପ୍ରଶାସନିକ ଓ ରାଜନୀତିରେ ପ୍ରଭାବଶାଳୀ ରହିବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

କନ୍ୟା: ଆର୍ଥିକ ବିଷୟକୁ ନେଇ ବିଚଳିତ ରହିବେ। ରାଜନୀତିରେ ସମସ୍ୟା ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍‌।

ତୁଳା: ଦେହ ଓ ମନ ଭଲ ରହିବ। ଆବଶ୍ୟକ ଅନୁସାରେ ଅର୍ଥଲାଭ ହେବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଆଶାଜନକ ଫଳ ପାଇବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ବିଛା: ଅନ୍ୟଠାରୁ ସାହାଯ୍ୟ ପାଇ ଆଗେଇବେ। ରାଜନୀତିରେ ବ୍ୟସ୍ତତା ଭିତରେ କଟିବ। ଚାକିରିରେ ସ୍ଥାୟିତ୍ବ ରହିବ। ବାଣିଜ୍ୟରେ ସ୍ବଳ୍ପଲାଭ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି।

ଧନୁ: ବିବାଦୀୟ କାର୍ଯ୍ୟରେ ଜୟଯୁକ୍ତ ହେବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟ ଓ ଶିକ୍ଷାକ୍ଷେତ୍ରରେ ଉଚ୍ଚଫଳ ପାଇବେ। ଶୁଭ ଅଙ୍କ- ୩, ଶୁଭ ରଙ୍ଗ-ହଳଦିଆ।

ମକର: ଯେଉଁ କାର୍ଯ୍ୟରେ ହାତ ଦେବେ, ତାହା ସଫଳ ହେବେ। ରାଜନୀତିରେ ସକ୍ରିୟ ରହିବେ। ଚାକିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ଭଲ ଲାଭ ମିଳିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ।

କୁମ୍ଭ: କୌଣସି କାର୍ଯ୍ୟକୁ ନେଇ ମନସ୍ତାପରେ ରହିବେ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିପାରେ । ଶିଳ୍ପ ଓ ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ବ୍ୟସ୍ତବିବ୍ରତ ରହିବେ। ଶୁଭ ଅଙ୍କ- ୩, ଶୁଭ ରଙ୍ଗ- କ୍ରିମ୍‌।

ମୀନ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ସମସ୍ୟା ଘେରରେ ରହିବେ। ଚାକିରିରେ ଚାପ ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ହତୋତ୍ସାହ ରହିବେ। ଶୁଭ ଅଙ୍କ- ୮, ଶୁଭ ରଙ୍ଗ- ବାଇଗଣୀ।

Leave A Reply

Your email address will not be published.