ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ (୨୬-୦୪-୨୦୨୨)

ମେଷ: ଦିନଟି ସୁଖ ସମୃଦ୍ଧି ପ୍ରାପ୍ତି ହେବ। ଦେହ ଓ ମନ ସୁସ୍ଥ ରହିବ। ଅର୍ଥପ୍ରାପ୍ତି ପ୍ରଶସ୍ତ ରହିଛି। ପ୍ରଶାସନିକ ଓ ରାଜନୀତିକ ଉଚ୍ଚସମ୍ମାନ ପାଇବେ। ବାଣିଜ୍ୟ ଓ ଶିକ୍ଷାକ୍ଷେତ୍ରରେ ଉଚ୍ଚ ଫଳ ପାଇବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ।

ବୃଷ:ଅନେକ ଉପାୟରେ ଅର୍ଥାଗାମ ହେବ। ଦାମ୍ପତ୍ୟ ସୁଖମୟ ରହିବ। ପ୍ରଶାସନିକ ଓ ରାଜନୀତିକ ଶିକ୍ଷାକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ବାଣିଜ୍ୟରେ ନୂତନ ପୁଞ୍ଜି ନିବେଶ କରି ସଫଳ ହେବେ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ।ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା।

ମିଥୁନ: ଦିନଟିରି ଘଡ଼ିସନ୍ଧି ପରିସ୍ଥିତି ଦେଇ ଗତି କରିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟଜନିତ ସମସ୍ୟା ରହିପାରେ। ରାଜନୈତିକ ଜଟୀଳ ପରିସ୍ଥିତି ରହିବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ଗୋଲାପି।

କର୍କଟ:କର୍ମକ୍ଷେତ୍ରରେ ଶତ୍ରୁବୃଦ୍ଧି ହେବେ। ରାଜନୈତିକ ଓ ଚାକିରିରେ ଅସହଯୋଗ ଦେଖାଦେବ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା।

ଏଥିସହିତ ପଢ଼ନ୍ତୁ

ସିଂହ: ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ଓ ପ୍ରଶାସନିକ ସୁନାମ ପାଇବେ। ବାଣିଜ୍ୟ ଓ ଶିକ୍ଷାକ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍‌।

କନ୍ୟା: କର୍ମକ୍ଷେତ୍ରରେ ଦୃଢ଼ମନା ଓ ଶତ୍ରୁଜୟୀ ହେବେ। ରାଜନୈତିକ ସକ୍ରିୟ ରହିବେ । ମହିଳାମାନେ ଆତ୍ମନିର୍ଭରଶୀଳ ରହିବେ। ବାଣିଜ୍ୟରେ ଓ ଶିକ୍ଷାକ୍ଷେତ୍ରରେ ସଫଳତା ପାଇବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ- ସିଲ୍‌ଭର୍‌।

ତୁଳା:କେତେକ ଘଟଣାକୁ ନେଇ ବ୍ୟସ୍ତବିବ୍ରତ ରହିବେ। ଚାକିରିରେ ଅବହେଳା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟରେ ବ୍ୟୟବହୁଳତା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ- ୪,ଶୁଭ ରଙ୍ଗ-ମେଟାଲିକ୍‌।

ବିଛା: ବଡ଼ଧରଣର ସଫଳତା ପାଇପାରନ୍ତି। ରାଜନୀତିରେ ସକ୍ରିୟ ଭୂମିକା ରହିବ। ଚାକିରିରେ ପଦୋନ୍ନତିର ଯୋଗ ରହିଛି। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ- ୧, ଶୁଭ ରଙ୍ଗ- ପିଙ୍କ୍‌।

ଧନୁ: ବାରମ୍ବାର ଚେଷ୍ଟା କରି ସୁଫଳ ପାଇବେ। ମହିଳାମାନେ ଧର୍ମପରାୟଣା ହେବେ। ରାଜନୀତିରେ ଜନସେବାର ବ୍ରତୀ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ- ୨,ଶୁଭ ରଙ୍ଗ- ଧଳା।

ମକର: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ଚାକିରିରେ ସମସ୍ୟା ଘେରରେ ରହିବେ। ବାଣିଜ୍ୟରେ କ୍ଷତି ହୋଇପାରେ । ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲ୍‌ଭର୍‌।

କୁମ୍ଭ:ବନ୍ଧୁବାନ୍ଧବଙ୍କ ସହଯୋଗ ପାଇବେ। ଉଭୟ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ। ରାଜନୀତିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୩,ଶୁଭ ରଙ୍ଗ- ଗୋଲ୍‌ଡେନ୍‌।

ମୀନ: ଦେହ ଓ ମନ ଭଲ ରହିବ। ଆର୍ଥିକ ସ୍ବଚ୍ଛଳତା ରହିବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଅନୁଶାସନପ୍ରିୟ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ- ମେରୁନ୍‌।

Leave A Reply

Your email address will not be published.