ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ ( ୨୭-୦୭-୨୦୨୧ )

ମେଷ:ଦିନଟି ଧନସମ୍ମାନ ପ୍ରାପ୍ତି ପାଇଁ ପ୍ରଶସ୍ତ ରହିଛି। ମହିଳାମାନଙ୍କର ସ୍ବାଭିମାନ ଅକ୍ଷୁଣ୍ଣ ରହିବ। ଚାକିରିରେ ପଦୋନ୍ନତି ହେବ। ଶିଳ୍ପ ଓ ବାଣିଜ୍ୟ ସମୃଦ୍ଧି ଦାୟକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ବୃଷ:କର୍ମକ୍ଷେତ୍ରରେ ପ୍ରଭାବଶାଳୀ ରହିବେ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ମହିଳାମାନେ ସମ୍ମାନିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ଆୟବୃଦ୍ଧି ଓ ସଞ୍ଚୟ ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମିଥୁନ:ଦିନଟି ମରୀଚିକା ପଛରେ ଦୌଡିବା ଭଳି ମନେହେବ। ଚାକିରି ସମସ୍ୟା ବହୁଳ ରହିବ। ରାଜନୀତିରେ ଅସହଯୋଗ ମନେହେବ। ବାଣିଜ୍ୟ ଚିନ୍ତାଜନକ ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲରଭ୍

କର୍କଟ:କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ପ୍ରଶାସନିକ ଉଚ୍ଚ ପ୍ରଶଂସା ପାଇବେ। ଚାକିରୀରେ ସୁଚାରୁରୂପେ ଦାୟିତ୍ବ ତୁଲାଇବେ। ବାଣିଜ୍ୟରେ ଶୁଭଫଳ ପାଇବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଏଥିସହିତ ପଢ଼ନ୍ତୁ

ସିଂହ:ପରିଶ୍ରମ ମୁତାବକ ଫଳ ପାଇବେ। ଚାକିରିରେ କାର୍ଯ୍ୟ ବହୁଳ ରହିବ। ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:କର୍ମକ୍ଷେତ୍ର ଚିନ୍ତାଜନକ ରହିବ। ଚାକିରିରେ ଅବହେଳା ରହିବ। ମହିଳାମାନେ ଅସ୍ଥିରମନା ରହିବେ। ବାଣିଜ୍ୟରେ ପ୍ରତିକୂଳ ସ୍ଥିତି ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ତୁଳା:ଦିନଟି ଚଳଚଞ୍ଚଳ ରହିବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ବିଛା:କାର୍ଯ୍ୟଦକ୍ଷତା ପାଇଁ ପ୍ରଶଂସିତ ହେବେ। ଚାକିରିରେ ପଦୋନ୍ନତି ହେବ।ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ଆଶାନୁରୂପ ଫଳ ମିଳିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ:କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ।ମହିଳାମାନେ ଆଦରସମ୍ମାନ ପାଇବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ପ୍ରଶାସନିକ ଚାପ ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ମକର: ଅର୍ଥଚିନ୍ତା ଓ କାର୍ଯ୍ୟହାନି ହେବ। ରାଜନୀତିରେ ସମସ୍ୟା ରହିବ। ମହିଳାମାନେ ଚିନ୍ତାରେ ରହିବେ।ଚାକିରିରେ ଚାପ ରହିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

କୁମ୍ଭ:ଶ୍ରୀଚନ୍ଦ୍ର ପ୍ରଭାବରୁ ହର୍ଷୋଲ୍ଲାସ ଭିତରେ କଟିବ। ମହିଳାମାନେ ଚଳଚଞ୍ଚଳ ରହିବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମୀନ:କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଉପୁଜିପାରେ। ଚାକିରିରେ ଅସହଯୋଗ ମନେହେବ। ରାଜନୀତିରେ ଚିନ୍ତାଜନକ ସ୍ଥିତି ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

Leave A Reply

Your email address will not be published.