ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ (୨୮-୦୯-୨୦୨୧)

ମେଷ:ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ମହିଳାମାନେ ରକ୍ଷଣଶୀଳା ହେବେ। ଚାକିରିରେ ଧନସମ୍ମାନ ପାଇବେ।ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ବୃଷ: କୌଣସି କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ । ମହିଳାମାନେ ହତାଦର ହୋଇପାରନ୍ତି । ଚାକିରିରେ କାର୍ଯ୍ୟ ବହୁଳ ରହିବ । ବାଣିଜ୍ୟରେ ମନ୍ଥରତା ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ – ୮, ଶୁଭ ରଙ୍ଗ-କଳା

ମିଥୁନ:ଦିନଟିରେ ଉଚ୍ଚ ଆଶା ସଫଳ ହେବ। ପ୍ରଶାସନିକ ପ୍ରଶଂସିତ ହେବେ। ମହିଳାମାନେ ସୁଖୀ ହେବେ। ବାଣିଜ୍ୟରେ ଲୋକପ୍ରିୟତା ବଢିବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- କ୍ରିମ୍

କର୍କଟ: କିଛିଟା ବ୍ୟୟବହୁଳତା ଭିତରେ ବି କାର୍ଯ୍ୟ ସଫଳ ହେବ। ଚାକିରିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ମଧ୍ୟମ ଫଳ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍

ଏଥିସହିତ ପଢ଼ନ୍ତୁ

ସିଂହ: ସମାଜରେ ପ୍ରତିଷ୍ଠିତ ହେବେ। ମହିଳାମାନେ ଆତ୍ମନିର୍ଭରଶୀଳ ରହିବେ । ପ୍ରଶାସନିକ ପ୍ରଭାବଶାଳୀ ହେବେ । ବାଣିଜ୍ୟରେ ସଞ୍ଚୟ ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

କନ୍ୟା:ଆଂଶିକ ଚିନ୍ତା ଭିତରେ ଆଗେଇ ଚାଲିବେ| ମହିଳାମାନେ ଆଦରଣୀୟା ହେବେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ବାଣିଜ୍ୟରେ ସଫଳତା ମିଳିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

ତୁଳା:କର୍ମକ୍ଷେତ୍ରରେ ଅସହଯୋଗ ଦେଖାଦେବ । ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ। ଶିଳ୍ପ ଓ ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

ବିଛା:କର୍ମକ୍ଷେତ୍ରରେ ଶତ୍ରୁବୃଦ୍ଧି ହେବ। ଚାକିରିରେ ସ୍ଥାନାନ୍ତର ଯୋଗ ରହିଛି। ରାଜନୀତିରେ ସମସ୍ୟା ରହିବ। ଶିଳ୍ପ ଓ ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଢ଼ିବେ | ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର୍

ଧନୁ: ଦିନଟି ସୁଖସନ୍ତୋଷ ଭିତରେ କଟିବ । ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ବୁଝାମଣା ରହିବ । ପ୍ରଶାସନିକ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ଶୁଭ ହେବ । ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍

ମକର:ପରିଶ୍ରମର ଫଳ ମିଳିବ। ଚାକିରିରେ ସ୍ଵାଧୀନତା ରହିବ। ରାଜନୀତିରେ ସକ୍ରିୟ ରହିବେ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବ । ଶିକ୍ଷାର୍ଥୀ ଅଧ୍ୟୟନରତ ରହିବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ-ସବୁଜ

କୁମ୍ଭ:କେତେକ କାର୍ଯ୍ୟକୁ ନେଇ ଅସ୍ଥିର ରହିବେ। ମହିଳାମାନେ ଅପଯଶ ପାଇବେ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ବାଣିଜ୍ୟ ଓ ଶିକ୍ଷାର୍ଥୀ ଚିନ୍ତାରେ ରହିବେ | ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍

ମୀନ: ବହୁ ଚେଷ୍ଟା କରି ସଫଳ ହେବେ |ଚାକିରିରେ ସହଯୋଗ ମିଳିବ। ମହିଳାମାନେ ସ୍ବାଭିମାନୀ ହେବେ । ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଚଞ୍ଚଳ ରହିବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

Leave A Reply

Your email address will not be published.