ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ ( ୨୨ – ୦୨- ୨୦୨୨ )

ମେଷ: କର୍ମକ୍ଷେତ୍ରରେ ବହୁ ସହଯୋଗ ମିଳିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ପ୍ରଶାସନିକ ପ୍ରଶଂସା ପାଇବେ। ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌।

ବୃଷ: ଦୁଃସାହସିକ ଭିତ୍ତିରେ କର୍ମ କରି ଆଗେଇ ଚାଲିବେ। ମହିଳାମାନେ ଦୃଢ଼ମନା ହେବେ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା।

ମିଥୁନ: କାର୍ଯ୍ୟ ମନ୍ଥର ଓ ଖର୍ଚ୍ଚାନ୍ତ ଦେଖାଦେବ। ସନ୍ତାନମାନେ ଅସ୍ଥିର ରହିବେ। ରାଜନୀତିରେ ସମସ୍ୟା ରହିବ। ଚାକିରିରେ ଚାପ ରହିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ- ୫, ଶୁଭ ରଙ୍ଗ-ସବୁଜ।

କର୍କଟ: ଦିନଟି ଚଳଚଞ୍ଚଳ ରହିବେ। ରାଜନୀତିରେ ଜନସେବାରେ ବ୍ରତୀ ରହିବେ। ମହିଳାମାନେ ହସଖୁସିରେ ରହିବେ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍‌।

ଏଥିସହିତ ପଢ଼ନ୍ତୁ

ସିଂହ: ସମାଜରେ ଉତ୍ତମ ଆସନରେ ଅଳଂକୃତ ହୋଇପାରନ୍ତି। ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ। ପରିବହନ ଓ ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍‌।

କନ୍ୟା: କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ସାଂସାରିକ ଅର୍ଥ ଚିନ୍ତା ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶିକ୍ଷାର୍ଥୀ ଚିନ୍ତିତ ରହିବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ- ସିଲଭର୍‌।

ତୁଳା: ଦିନଟି ଆମୋଦପ୍ରମୋଦ ଭିତରେ କଟିବ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ସଫଳତା ମିଳିବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ- ୨,ଶୁଭ ରଙ୍ଗ- ଧଳା।

ବିଛା: ଦେହ ଓ ମନ ଭଲ ରହିବ। ସମ୍ମାନ ଲାଭ କରିବେ। ଆୟ ଅବ୍ୟାହତ ରହିବ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଉଚ୍ଚଶିକ୍ଷା ପ୍ରତି ଆଗ୍ରହୀ ହେବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍।

ଧନୁ: ବିଭିନ୍ନ କ୍ଷେତ୍ରରୁ ଆୟର ପଥ ଉନ୍ମୁକ୍ତ ରହିଛି। ଉଭୟେ ପ୍ରେମ ଓ ଦାମ୍ପତ୍ୟ ଜୀବନ ମଧୁର ରହିବ। ବାଣିଜ୍ୟରେ ଉତ୍ତମ ଆୟ ରହିବ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ଗୋଲଡେନ୍‌।

ମକର: ଦିନଟି କିଛିଟା ସମସ୍ୟା ଦେଇ ଗତି କରିପାରେ । ଅନ୍ୟ ପାଇଁ ଅପଦସ୍ଥ ହୋଇପାରନ୍ତି। ମହିଳାମାନେ ଉଦାସ ରହିବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।

କୁମ୍ଭ: ଆର୍ଥିକ ଦୁରବସ୍ଥା ରହିବ। ଶତ୍ରୁବୃଦ୍ଧି ହେବେ। ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିପାରନ୍ତି। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ହଳଦିଆ।

ମୀନ: ନୂତନ କର୍ମରେ ନିଯୁକ୍ତି ଯୋଗ ଦେଖାଦେଇପାରେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ମହିଳାମାନେ ରକ୍ଷଣଶୀଳ ହେବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୯,ଶୁଭ ରଙ୍ଗ- କମଳା।

Leave A Reply

Your email address will not be published.