ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦଳବିରୋଧୀ କାର୍ଯ୍ୟପାଇଁ ମୟୂରଭଞ୍ଜ ଜିଲ୍ଲା ବିଜେଡିର ଦୁଇ ନେତା ଦଳରୁ ବହିଷ୍କୃତ

ଭୁବନେଶ୍ୱର: ଦଳବିରୋଧୀ କାର୍ଯ୍ୟପାଇଁ ମୟୂରଭଞ୍ଜ ଜିଲ୍ଲାର ଦୁଇ ବିଜେଡି ନେତାଙ୍କୁ ଦଳରୁ ବହିଷ୍କାର କରାଜଯାଇଛି । ସେମାନେ ହେଲେ ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀର ସ୍ୱତନ୍ତ୍ର ଉନ୍ନୟନ ପରିଷଦ -ଏସଡିସି ସଦସ୍ୟ ଜଲେନ ନାଏକ ଓ ତିରିଙ୍ଗ ବ୍ଲକ ଅଧ୍ୟକ୍ଷ ପରମେଶ୍ବର ସାମାଡ । ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଦୁଇ ନେତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି । ଦୁଇ ନେତାଙ୍କ ବହିଷ୍କାର ନେଇ ଦଳର ସାଧାରଣ ସଂପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।

Leave A Reply

Your email address will not be published.