ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କାଳ ହେଲା ହୋଲି ଖେଳ: ଗାଧୋଉଥିବା ବେଳେ ଭାସିଗଲେ ୨ ଶ୍ରମିକ

ସମ୍ବଲପୁର: କାଳ ହେଲା ହୋଲି ଖେଳ। କୁଚିଣ୍ଡାରେ ରଙ୍ଗ ଖେଳରୁ ଘଟିଲା ଅଘଟଣ । ହୋଲି ଖେଳି ସାରି ଭେଡେନ ନଦୀରେ ଗାଧୋଉଥିବା ବେଳେ ଭାସିଯାଇ ୨ ଜଣଙ୍କ ମୃତ୍ୟୁ ଘଟିଛି । ମୃତକ ଦୁଇଜଣ ହେଲେ ଉତ୍ତରପ୍ରଦେଶ ବଳରାମପୁର ଜିଲ୍ଲାର ମୁକେଶ ଯାଦବ ଓ କୈଳାଶ ଯାଦବ।

ସୂଚନା ଅନୁଯୀୟୀ, ସେମାନେ ଓଡ଼ିଶାରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ । ତେବେ ବିଳମ୍ବରେ ଖବର ପାଇ କୁଚିଣ୍ଡା ଅଗ୍ନିଶମ ବାହିନୀ ପହଞ୍ଚି ଦୁଇଜଣଙ୍କୁ ଉଦ୍ଧାର କରିଥିଲା । ପରେ କୁଚିଣ୍ଡା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲା । ହେଲେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

Leave A Reply

Your email address will not be published.