ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଅନୁଭବଙ୍କ ନାଁରେ ସାଇବର ଥାନାରେ ଏତଲା ଦେଲେ ପତ୍ନୀ ବର୍ଷା

ଭୁବନେଶ୍ବର: ସାଂସଦ ଅନୁଭବ ଓ ପତ୍ନୀ ବର୍ଷା ପାରିବାରିକ ବିବାଦ ମାମଲା ଥମିବାରେ ନାଁ ନେଉ ନାହିଁ। ପୁଣି ଆଉ ଏକ ଏତଲା ଦେଇଛନ୍ତି ବର୍ଷା । କଟକ ସାଇବର ଥାନାରେ ବର୍ଷା ଏତଲା ଦେଇଛନ୍ତି । ସାମାଜିକ ଗଣମାଧ୍ୟମରେ ତାଙ୍କ ଛବି ଖରାପ କରିବାକୁ ଉଦ୍ୟମ ହେଉଥିବା ନେଇ ଏତଲାରେ ଉଲ୍ଲେଖ କରିଛନ୍ତି । ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ଯାନୁଷ୍ଠାନ ପାଇଁ ଏତଲାରେ ନିବେଦନ କରିଛନ୍ତି । ବର୍ଷାଙ୍କ ଏତଲାକୁ ଗ୍ରହଣ କରି ମାମଲା ରୁଜୁ କଲା ସାଇବର ଥାନା ପୁଲିସ । ଆଇପିସିର ଧାରା ୫୦୯ ଓ ଆଇଟି ଆକ୍ଟର ୬୭ ଧାରାରେ ମାମଲା ରୁଜୁ କିରଛି ସାଇବର ଥାନା ପୁଲିସ ।

Leave A Reply

Your email address will not be published.