ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଏଣିକି ଗାଡ଼ିରେ ଲାଗିବ ପ୍ୟାନିକ ବଟନ ଓ ଟ୍ରାକିଙ୍ଗ ଡିଭାଇସ୍

ଏଣିକି ଗାଡ଼ିରେ ଲାଗିବ ପ୍ୟାନିକ ବଟନ ଓ ଟ୍ରାକିଙ୍ଗ ଡିଭାଇସ୍। ଗାଡ଼ିର ବେଗ ଠାରୁ ଆରମ୍ଭ କରି ବେଗ ପର୍ଯ୍ୟନ୍ତ ସବୁ କିଛି ଜାଣି ହେବ। ଭୁବନେଶ୍ୱରରେ ରହିବ ଏହାର କମାଣ୍ଡ କଂଟ୍ରୋଲ ରୁମ। ତିନି ଚକିଆ ଯାନକୁ ଛାଡି ଅନ୍ୟ ସମସ୍ତ ଯାତ୍ରୀବାହୀ ଓ ମାଲବାହୀ ଗାଡ଼ିରେ ଏ ବ୍ୟବସ୍ଥା ରହିବ।

Leave A Reply

Your email address will not be published.