ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ, ଏକାକାଳୀନ ୩ଟି ସ୍ଥାନରେ ଚଢ଼ାଉ

ସମ୍ବଲପୁର: ଭିଜିଲାନ୍ସ ହାତରେ ଧରାପଡ଼ିଲା ପଞ୍ଚାୟତ ନିର୍ବାହୀ ଅଧିକାରୀ । ସମ୍ବଲପୁର ଯୁଯୁମୁରା ବ୍ଲକ ଝାଙ୍କରପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ ଅଚ୍ୟୁତାନନ୍ଦ ଖୁଣ୍ଟିଆଙ୍କ ଘରେ ଭିଜିଲାନ୍ସ  ଚଢାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି । ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୩ଟି ସ୍ଥାନରେ ଚଢ଼ାଉ କରାଯାଇଛି । କୁଚିଣ୍ଡା ଏନଏସି ସ୍ଥିତ ଦୁଇ ମହଲା ବାସଭବନ, ନିଜ ପୈତୃକ ଘର ସୁବର୍ଣ୍ଣପାଲି, ଝଙ୍କରପାଲିସ୍ଥିତ ଅଫିସରେ ଚଢ଼ାଉ ଜାରି ରହିଛି।

Leave A Reply

Your email address will not be published.