ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଳାହଣ୍ଡି ବିଶ୍ବନାଥପୁର ସ୍ଥିତ ହୀରାନୀଳା କଲେଜ ଅଧ୍ୟକ୍ଷ ରମେଶ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ  ପକ୍ଷରୁ ଚଢାଉ କରାଯାଇଛି। ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାର ୫ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି।  ଏହି ଚଢାଉରେ ୬ଜଣ ଡିଏସପି ଓ ୪ ଇନ୍‌ସ୍ପେକ୍ଟର ସାମିଲ ଥିବା ସୂଚନା । ତେବେ ଚଢାଉ ଜାରି ରହିଥିବାରୁ କେତେ ପରିମାଣର ସମ୍ପତି ଠାବ ହୋଇଛି ତାହା ସ୍ପଷ୍ଟ ଜଣାପଡି ନାହିଁ।

Leave A Reply

Your email address will not be published.