ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବିଧାନସଭାରେ ରାହୁଲ ଝଡ଼: କଳା ଡ୍ରେସ ପିନ୍ଧି କଂଗ୍ରେସ ବିଧାୟକଙ୍କ ପ୍ରତିବାଦ, ୪ଟା ଯାଏଁ ଗୃହ ମୁଲତବି କଲେ ବାଚସ୍ପତି

ଭୁବନେଶ୍ବର: ଆଜି ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ସଦସ୍ୟ ହୋହଲ୍ଲା କରିଛନ୍ତି। କଳା ପୋଷାକ ପିନ୍ଧି ଗୃହ ମଧ୍ୟ ଭାଗକୁ ଆସି କଂଗ୍ରେସ ସଦସ୍ୟ ମାନେ ନାରାବାଜି କରିଥିଲେ। ଫଳରେ ଗୃହ ଚଳାଇବ ସମ୍ଭବ ହୋଇ ନ ଥିଲା । ପରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବି ଘୋଷଣା କରିଛନ୍ତି। ରାହୁଲ ଗାନ୍ଧୀଙ୍କ ସଦସ୍ୟ ପଦ ରଦ୍ଦ ପ୍ରସଙ୍ଗରେ କଂଗ୍ରେସ ଏହି ପ୍ରତିବାଦ କରିଥିଲା।

Leave A Reply

Your email address will not be published.