ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ବର୍ଷା ଓ ବଜ୍ରପାତ ନେଇ ୧୧ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ରାଜ୍ଯରେ ୧୧ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲେ ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ନୟାଗଡ଼, କଟକ , ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, କନ୍ଧମାଳ, କୋରାପୁଟ ଓ ମାଲକାନଗିରି।

ଏହି ସବୁ ଜିଲ୍ଲାରେ ସନ୍ଧ୍ୟା ୫ଟାରୁ ଆଗାମୀ ୨ ଘଣ୍ଟା ମଧ୍ୟରେ ବଜ୍ରପାତ ସହ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

Leave A Reply

Your email address will not be published.