ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ ( ୨୯-୦୯- ୨୦୨୧ )

ମେଷ: ତୃତୀୟରେ ଚନ୍ଦ୍ରଙ୍କ କାରଣରୁ କାର୍ଯ୍ୟ ସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍

ବୃଷ: କୌଣସି ଆର୍ଥିକ କଥାକୁ କେନ୍ଦ୍ର କରି ଅଶାନ୍ତି ଦେଖାଦେବ । ଚାକିରିରେ ଅନିଶ୍ଚିତତା ଭିତରେ ଗତି କରିବେ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍

ମିଥୁନ: ଦିନଟି ଚଳଚଞ୍ଚଳ ରହିବେ। ସାଂସାରିକ ସୁଖସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ଶିଳ୍ପ ଓ ବାଣିଜ୍ୟ ଉତ୍ସାହଜନକ ରହିବ । ଶିକ୍ଷାର୍ଥୀ ଗୁରୁଜନଙ୍କ ପ୍ରିୟ ହେବେ । ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

କର୍କଟ: କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି। ଚାକିରିରେ ଚଳଚଞ୍ଚଳ ରହିବେ। ମହିଳାମାନେ ପରିଶ୍ରମୀ ହେବେ । ବାଣିଜ୍ୟରେ ସ୍ଵଳ୍ପ ଲାଭ ହେବ । ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିକ୍

ଏଥିସହିତ ପଢ଼ନ୍ତୁ

ସିଂହ: ଦିନଟି ସୁଖସମୃଦ୍ଧି ପ୍ରାପ୍ତି ହେବା ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବଢିବ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

କନ୍ୟା: ଦିନଟି ବ୍ୟସ୍ତତା ଭିତରେ କଟିବ। ମହିଳାମାନେ ଆତ୍ମନିର୍ଭରଶୀଳ ରହିବେ। ରାଜନୀତିରେ ସହଯୋଗ ପାଇବେ । ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଅନୁଶାସନ ପ୍ରିୟ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

ତୁଳା: କର୍ମକ୍ଷେତ୍ରରେ ଅବହେଳା କାରଣରୁ କାର୍ଯ୍ୟହାନି ହୋଇପାରେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

ବିଛା: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଚାପ ରହିବ । ମହିଳାମାନେ ହତାଦର ହେବେ। ପରିବହନ ଓ ବାଣିଜ୍ୟରେ କ୍ଷତି ହୋଇପାରେ । ଶିକ୍ଷାର୍ଥୀ ଭ୍ରମରେ ପଡିବେ | ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍

ଧନୁ: କର୍ମକ୍ଷେତ୍ରରେ ଅନୁକୂଳ ବାତାବରଣ ରହିବ । ଚାକିରିରେ ପ୍ରଶଂସା ପାଇବେ। ପ୍ରଶାସନିକ ସୁନାମ ପାଇବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଉତ୍ସାହଜନକ ରହିବ । ଶିକ୍ଷାର୍ଥୀ ସଫଳ ହେବେ | ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣୀ

ମକର: କର୍ମକ୍ଷେତ୍ରରେ ସୁଖସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ଚାକିରିରେ ନିଷ୍ଠାପର ରହିବେ । ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍

କୁମ୍ଭ: କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ସନ୍ତାନସନ୍ତତିଙ୍କୁ ନେଇ ଚିନ୍ତାରେ ରହିବେ । ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ମନ୍ଥରତା ରହିବ। ଶିକ୍ଷାର୍ଥୀ ଆଳସ୍ୟ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍

ମୀନ: ଦିନଟି ବନ୍ଧୁବାନ୍ଧବଙ୍କ ସହଯୋଗ ପାଇ ଆଗେଇବେ। ମହିଳାମାନେ ସୁଖୀ ରହିବେ।ରାଜନୀତିରେ ପ୍ରଶଂସିତ ହେବେ। ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ

Leave A Reply

Your email address will not be published.