ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ ( ୦୬-୧୦-୨୦୨୧ )

ମେଷ: ଦିନଟି କର୍ମତତ୍ପର ରହିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଚାକିରିରେ ସହଯୋଗ ପାଇବେ । ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ସଫଳ ହେବେ। ଶୁକ୍ଳ ଅଙ୍କ – ୨, ଶୁଭ ରଙ୍ଗ – ଧଳା

ବୃଷ: କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ହାସଲ କରିବେ । ଚାକିରିରେ କର୍ଯ୍ୟ ବହୁଳ ରହିବ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟରେ ପ୍ରତିକୂଳତା ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ – ୮, ଶୁଭ ରଙ୍ଗ – ଆକାଶୀ

ମିଥୁନ: କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ । ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ଚାକିରିରେ ଅସହଯୋଗ ରହିବ। ବାଣିଜ୍ୟରେ ମନ୍ଥର ଦେଖାଦେବ । ଶିକ୍ଷାର୍ଥୀ ବ୍ୟସ୍ତ ରହିବେ । ଶୁଭ ଅଙ୍କ – ୨, ଶୁଭ ରଙ୍ଗ – ସିଲଭର୍

କର୍କଟ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ସଫଳ ହେବେ। ଭ୍ରାତୃଭଗ୍ନୀଙ୍କର ସହଯୋଗ ପାଇବେ । ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ଉନ୍ନତି ହେବ । ଶୁଭ ଅଙ୍କ – ୧, ଶୁଭ ରଙ୍ଗ – ଗୋଲାପି

ଏଥିସହିତ ପଢ଼ନ୍ତୁ

ସିଂହ : ଆର୍ଥିକ କଥାକୁ କେନ୍ଦ୍ର କରି ଅଶାନ୍ତି ଉପୁଜି ପାରେ । ଚାକିରିରେ ଚାପ ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ମେରୁନ୍

କନ୍ୟା : ଦିନଟି ସୁଖ ଶାନ୍ତି ଭିତରେ କଟିବ। ରାଜନୀତିରେ ପ୍ରଶଂସିତ ହେବେ। ପ୍ରଶାସନିକ ମାନ ମର୍ଯ୍ୟାଦ। ପ୍ରାପ୍ତି ହେବ । ବାଣିଜ୍ୟରେ ଗ୍ରାହକ ପ୍ରିୟ ହେବେ । ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ

ତୁଳା : ବାରମ୍ବାର ଚେଷ୍ଟା କରି ସଫଳ ହେବେ । ଚାକିରିରେ ଚଳଚଞ୍ଚଳ ରହିବେ । ରାଜନୀତିରେ ଜନସେବାରେ ବ୍ରତୀ ରହିବେ। ବାଣିଜ୍ୟରେ ଲାଭ ହେବ । ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ଧଳା

ବିଛା : ଦିନଟି ସୁଖ ସମୃଦ୍ଧି ପ୍ରାପ୍ତି ହେବ | ଚାକିରିରେ ମାନର୍ଯ୍ୟାଦା ବୃଦ୍ଧି ହେବ। ପ୍ରଶାସନିକ ପ୍ରଭାବଶାଳୀ ରହିବେ । ପରିବହନ ଓ ବାଣିଜ୍ୟରେ ସଞ୍ଚୟ ହେବ । ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁର ଅଙ୍କ – ୧, ଶୁଭ ରଙ୍ଗ – ପିଙ୍କ୍

ଧନୁ ଭବିଷ୍ୟତ ଯୋଜନା କରି ସଫଳ ହେବେ। ପ୍ରଶାସନିକ ବୃଦ୍ଧି ପାଇବ। ବାଣିଜ୍ୟରେ ସଞ୍ଚୟ ଶିକ୍ଷାର୍ଥୀ ଉଚ୍ଚ ଶିକ୍ଷା ପ୍ରତି ଆଗ୍ରହୀ ହେବେ। ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ଲାଲ୍

ମକର : କାର୍ଯ୍ୟ ବହୁଳତା କାରଣରୁ କ୍ଳାନ୍ତ ହୋଇପାରନ୍ତି । ଚାକିରିରେ ବ୍ୟସ୍ତତା ଭିତରେ କଟିବ। ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁର ଅଙ୍କ – ୩, ଶୁଭ ରଙ୍ଗ – ଗୋଲଡେନ୍

କୁମ୍ଭ : ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ। ଚାକିରିରେ ସ୍ଵଳ୍ପ ରହିବ। ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲ୍‌ଭର୍

ମୀନ : ନୂତନ ଯୋଜନା କାର୍ଯ୍ୟକାରୀ ହେବ। ମହିଳାମାନେ ସୁଖୀ ରହିବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ଶୁଭ ଅଙ୍କ – ୭, ଶୁଭ ରଙ୍ଗ – କଫି

Leave A Reply

Your email address will not be published.