ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ (୦୧-୦୯-୨୦୨୧)

ମେଷ:ସମାଜରେ ପ୍ରତିଷ୍ଠିତ ହେବେ। ଉଭୟ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ। ରାଜନୀତିରେ ସକ୍ରିୟ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀମାନେ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ବୃଷ:କୌଣସି ଆର୍ଥିକ ଝମେଲାରେ ଛନ୍ଦି ହୋଇଯିବେ। ପଡୋଶୀଙ୍କ ସହ ଭୁଲ୍‌ ବୁଝାମଣା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

କର୍କଟ:ବହୁ ପରିଶ୍ରମ କରି ସୁଫଳ ପାଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ପାଇବେ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ଏଥିସହିତ ପଢ଼ନ୍ତୁ

ସିଂହ:ବିଭିନ୍ନ ଉପାୟରେ ଉପାର୍ଜନ କରିବେ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବଢିବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ସମୃଦ୍ଧି ହେବ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:କିଛିଟା ଉତ୍ତେଜନା ଭିତରେ ଉନ୍ନତି କରିବେ। ମହିଳାମାନେ ପରିଶ୍ରମୀ ହେବେ। ଚାକିରିରେ ବ୍ୟସ୍ତ ରହିବେ। ବାଣିଜ୍ୟରେ ଲାଭ ମିଳିବ।ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା:କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ ଅବହେଳା ରହିବ। ରାଜନୀତିରେ ଲୋକପ୍ରିୟତା ହ୍ରାସ ପାଇବ। ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ବିଛା:କର୍ମକ୍ଷେତ୍ରରେ ଠକାମିରେ ପଡିପାରନ୍ତି। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ଶତ୍ରୁମାନେ ପ୍ରଭାବିତ କରିବେ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଧନୁ:ଦିନଟିରେ ହସଖୁସିର ଆସର ଜମିପାରେ। ଚାକିରିରେ ଧନସମ୍ମାନ ପାଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ମକର:ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଚାକିରିରେ ସମ୍ମାନ ପାଇବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

କୁମ୍ଭ:ଯୋଜନା କରି ଅସଫଳ ହେବେ। ଚାକିରିରେ ଚାପ ରହିବ। ମହିଳାମାନେ ଆଳସ୍ୟ ରହିବେ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶିକ୍ଷାର୍ଥୀମାନେ ଅସ୍ଥିର ରହିବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମୀନ:ସମସ୍ୟାରୁ ମୁକ୍ତି ପାଇବେ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ସଫଳ ହେବେ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

Leave A Reply

Your email address will not be published.