ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ (୦୪-୦୮-୨୦୨୧)

ମେଷ: ଅର୍ଥକୁ କେନ୍ଦ୍ର କରି ଅଶାନ୍ତି ଉପୁଜିପାରେ। ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ଶିଳ୍ପ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ବୃଷ:ଦିନଟିରେ ଚଳଚଞ୍ଚଳ ରହିବେ। ଚାକିରିରେ ପ୍ରଶଂସିତ ହେବେ। ମହିଳାମାନେ ପ୍ରସନ୍ନ ରହିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମିଥୁନ:ବହୁ ଚେଷ୍ଟା କରି ସୁଫଳ ପାଇବେ। ଚାକିରିରେ ସୁଚାରୁରୂପେ ଦାୟିତ୍ୱ ତୁଲାଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କର୍କଟ:ସ୍ବପ୍ନ ସାକାର ହେବ। ଦେହ ଓ ମନ ଭଲ ରହିବ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ରହିବେ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଏଥିସହିତ ପଢ଼ନ୍ତୁ

ସିଂହ:ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ରାଜନୀତିରେ ପ୍ରସିଦ୍ଧି ବଢିବ। ମହିଳାମାନେ ରକ୍ଷଣଶୀଳା ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:ଦିନଟିରେ କାର୍ଯ୍ୟ ମନ୍ଥର ହେବ। ଅନ୍ୟ ପାଇଁ ସମସ୍ୟାରେ ପଡିବେ। ଚାକିରିରେ ଅବହେଳା ରହିବ। ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା:କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ମହିଳାମାନେ ଅପଯଶ ପାଇବେ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ଶିଳ୍ପ ଓ ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ବିଛା:ଦିନଟି ବ୍ୟସ୍ତତା ଭିତରେ କଟିବ। ଚାକିରିରେ ସହଯୋଗ ପାଇବେ। ମହିଳାମାନେ ଉତ୍ତେଜନାରେ ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ:ବିଭିନ୍ନ ଉପାୟରେ ଆୟ କରିବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମାନେ ସମ୍ମାନ ପାଇବେ। ଶିଳ୍ପ ଓ ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ମକର:କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ। ମହିଳାମାନେ ଆଳସ୍ୟ ପରାୟଣା ରହିବେ। ଚାକିରିରେ ଚାପ ରହିବ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ପ୍ରତିକୂଳ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

କୁମ୍ଭ:ଦିନଟି ଚଳଚଞ୍ଚଳ ରହିବେ। ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମୀନ:ସାମର୍ଥ୍ୟ ଅନୁଯାୟୀ ଉନ୍ନତି କରିବେ। ପ୍ରଶାସନିକ ଚଳଚଞ୍ଚଳ ରହିବେ। ମହିଳାମାନେ ସୁଖୀ ରହିବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

Leave A Reply

Your email address will not be published.