ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ ( ୦୯- ୦୩ – ୨୦୨୨ )

ମେଷ: ଅର୍ଥିକ ଯୋଜନା କାର୍ଯ୍ୟକାରୀ ହେବ। ପଡ଼ୋଶୀଙ୍କ ସହଯୋଗ ପାଇବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ଅଧୟନରତ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ଗୋଲଡେନ୍ ।

ବୃଷ: ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ। ରାଜନୀତିରେ ସୁନାମ ପାଇବେ । ମହିଳାମାନେ ଆଦରଣୀୟା ହେବେ। ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ ।

ମିଥୁନ: ବ୍ୟୟାଧୂକ ଓ ଋଣ ପ୍ରଭାବିତ ହୋଇପାରନ୍ତି। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀମାନେ ଚିନ୍ତାରେ ରହିବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍।

କର୍କଟ: ଆଶାମୁତାବକ ଫଳ ପାଇବେ । ଚାକିରିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ । ରାଜନୀତିରେ ପ୍ରଭାବଶାଳୀ ରହିବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଅୟ ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ – ହଳଦିଆ ।

ଏଥିସହିତ ପଢ଼ନ୍ତୁ

ସିଂହ: କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ । ମହିଳାମାନେ ଆଦର ସମ୍ମାନ ପାଇବେ । ବାଣିଜ୍ୟରେ ଭଲ ଲାଭ ମିଳିବ । ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍ ।

କନ୍ୟା: ବହୁ ଚେଷ୍ଟା କରି ସଫଳ ହେବେ । ଚାକିରିରେ ସମ୍ମାନ ପ୍ରାପ୍ତି ହେବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଆଜ୍ଞାଧୀନ ରହିବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ ।

ତୁଳା:କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ଉଭୟେ ପ୍ରେମ ଓ ସାଂସାରିକ ଅଶାନ୍ତି ଦେଖାଦେବ । ରାଜନୀତିରେ ଶତ୍ରୁବୃଦ୍ଧି ହେବେ । ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି । ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ସିଲଭର୍।

ବିଛା: କର୍ମକ୍ଷେତ୍ରରେ ବ୍ୟସ୍ତତା ଭିତରେ ଗତି କରିବେ । ଚାକିରିରେ ସହଯୋଗ ପାଇବ। ମହିଳାମାନେ ପରିଶ୍ରମୀ ହେବେ । ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀମାନେ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି ।

ଧନୁ: ଦୀର୍ଘ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଚାକିରିରେ ମାନ ମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ସମୃଦ୍ଧି ହେବ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ । ଶୁଭ ଅଙ୍କ- ୩,ଶୁଭ ରଙ୍ଗ – ହଳଦିଆ ।

ମକର: ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ଚାକିରିରେ ଧନସମ୍ମାନ । ପ୍ରାପ୍ତି ହେବ । ମହିଳାମାନେ ଦାମୀ ଦ୍ରବ୍ୟାଦି ଲାଭ କରିପାରନ୍ତି। ବାଣିଜ୍ୟରେ ଆୟବୃଦ୍ଧି ହେବ । ଶୁଭ ରଙ୍ଗ- ୬,ଶୁଭ ରଙ୍ଗ- ସିଲଭର୍ ।

କୁମ୍ଭ: କାର୍ଯ୍ୟବିଳମ୍ବ ଓ ସମସ୍ୟା ଦେଇ ଗତି କରିବେ । ଚାକିରିରେ ବିଚଳିତ ରହିବେ । ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ- ୩,ଶୁଭ ରଙ୍ଗ- ଗୋଲଡେନ୍ ।

ମୀନ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ଚାକିରିରେ ଅପଦସ୍ତ ହୋଇପାରନ୍ତି। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଅସଫଳ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା ।

Leave A Reply

Your email address will not be published.