ବୁଧବାର ରାଶିଫଳ ( ୧୨-୦୫-୨୦୨୧ )

ମେଷ:ଦିନଟିରେ ସଫଳତା ଲାଭ କରିବେ। ଆୟ ବୃଦ୍ଧି ହେବ। ମହିଳାମାନେ ଚଳଚଞ୍ଚଳ ରହିବେ। ଚାକିରିରେ ଧନସମ୍ମାନ ମିଳିବ। ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍
ବୃଷ:କର୍ମକ୍ଷେତ୍ରରେ ସହଯୋଗ ମିଳିବ। ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି ହେବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ଆଶା ମୁତାବକ ଫଳ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
ମିଥୁନ:କାର୍ଯ୍ୟ ବିଳମ୍ବ ଓ ଅଧୈର୍ଯ୍ୟ ଦେଖାଦେବ। ଚାକିରିରେ ଚାପ ରହିବ। ରାଜନୀତିରେ ସମସ୍ୟା ରହିବ। ଶିଳ୍ପ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
କର୍କଟ:ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ମହିଳାମାନେ ନୂତନ ଦାୟିତ୍ୱ ନେଇ ସଫଳ ହେବେ। ରାଜନୀତିରେ ପ୍ରସିଦ୍ଧି ବଢିବ। ବାଣିଜ୍ୟରେ ଶୁଭ ହେବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍
ସିଂହ:ଆର୍ଥିକ ସମୃଦ୍ଧି ପ୍ରାପ୍ତି ହେବ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ପ୍ରଭାବଶାଳୀ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଆୟ ଦ୍ବିଗୁଣିତ ହେବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
କନ୍ୟା:ଉଦ୍ଯୋଗ କରି ସଫଳ ହେବେ। ଧର୍ମାଦି କାର୍ଯ୍ୟରେ ମନ ରହିବ। ଚାକିରିରେ ନିଷ୍ଠାପର ରହିବେ। ବାଣିଜ୍ୟରେ ସଫଳତା ମିଳିବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍
ତୁଳା:ବିଷମ ପରିସ୍ଥିତି ଦେଇ ଗତି କରିବେ। ସାଂସାରିକ ଅର୍ଥହାନି ଓ ଋଣ ପ୍ରଭାବିତ ହୋଇପାରନ୍ତି।ମହିଳାମାନେ ଅପଯଶ ପାଇବେ। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଧଳା
ବିଛା:କର୍ମକ୍ଷେତ୍ରରେ ସୁନାମ ପାଇବେ। ଦାମ୍ପତ୍ୟ ସୁଖଶାନ୍ତି ପ୍ରାପ୍ତି ହେବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ଆୟବୃଦ୍ଧି ହେବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍
ଧନୁ:ଅଟକି ରହିଥିବା କାର୍ଯ୍ୟ ସମାପ୍ତ ହେବ। ଆର୍ଥିକ ସ୍ବଚ୍ଛଳତା ରହିବ। ମହିଳାମାନେ କର୍ମତତ୍ପର ରହିବେ। ବାଣିଜ୍ୟରେ ଲାଭ ମିଳିବ।
ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି
ମକର:ବନ୍ଧୁ ସହଯୋଗ ପାଇ ଆଗେଇବେ। ହଠାତ୍ ଅର୍ଥପ୍ରାପ୍ତି ହୋଇପାରେ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ପ୍ରସାର ହେବ।
ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ
କୁମ୍ଭ:ପରିଶ୍ରମ ମୁତାବକ ଫଳ ପାଇବେ ନାହିଁ। ପଡୋଶୀଙ୍କ ସହ ମନାନ୍ତର ରହିପାରେ। ଚାକିରିରେ ସ୍ଥାନାନ୍ତର ହୋଇପାରେ। ବାଣିଜ୍ୟରେ ମନ୍ଥର ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
ମୀନ:ଉଚ୍ଚ ଆଶା ପୂରଣ ହେବ। ସାଂସାରିକ ସୁଖସମୃଦ୍ଧି ପ୍ରାପ୍ତି ହେବ। ପ୍ରଶାସନିକ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ଆଶାତୀତ ଫଳ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି