ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ (୧୭-୦୩-୨୦୨୧)

ମେଷ:ଯେକୌଣସି କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ସ୍ବଳ୍ପ ଆୟ ହେବ।

ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବୃଷ:କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ରହିବ। ମହିଳାମାନେ କାର୍ଯ୍ୟ ବହୁଳ ପାଇଁ କ୍ଳାନ୍ତ ଅନୁଭବ କରିବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ସାମାନ୍ୟ ଆୟ ହେବ।
ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମିଥୁନ:ବିଶିଷ୍ଟ ବ୍ୟକ୍ତିଙ୍କ ସଙ୍ଗେ ସମ୍ପର୍କ ସ୍ଥାପନ ଓ ସହଯୋଗ ପାଇବେ। ପ୍ରଶାସନିକ ଉଚ୍ଚସମ୍ମାନ ପାଇବେ। ବାଣିଜ୍ୟରେ ନୂତନତା ଆସିବ।
ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ଏଥିସହିତ ପଢ଼ନ୍ତୁ

କର୍କଟ:ସମାଜରେ ପ୍ରଭାବଶାଳୀ ରହିବେ। ଉଭୟ ପ୍ରେମ ଓ ଦାମ୍ପତ୍ୟ ଜୀବନ ମଧୁର ସମ୍ପର୍କ ଧହିବ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଆୟ ଦ୍ବିଗୁଣିତ ହେବ।

ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ସିଂହ:କର୍ମକ୍ଷେତ୍ରରେ ଯୋଜନା କର ସଫଳ ହେବେ। ଚାକିରିରେ ଦାୟିତ୍ୱ ସୁଚାରୁରୂପେ ତୁଲାଇବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବେ।
ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:ଅଷ୍ଟମସ୍ଥ ଚନ୍ଦ୍ରଙ୍କ କାରଣରୁ ଦିନଟି ପ୍ରତିକୂଳ ପରିସ୍ଥିତି ରହିବ। ମହିଳାମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିପାରନ୍ତି। ବାଣିଜ୍ୟରେ କ୍ଷତି ହୋଇପାରେ।
ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ତୁଳା:ଦିନଟି ସୁଖ ସନ୍ତୋଷ ଭିତରେ କଟିବ। ପ୍ରଶାସନିକ ଓ ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବିଛା:କର୍ମକ୍ଷେତ୍ରରେ ସହଯୋଗ ପାଇ ଆଗେଇବେ। ମହିଳାମାନେ ପରିଶ୍ରମୀ ହେବେ। ପରିବହନ, ବାଣିଜ୍ୟ ଓ ଶିଳ୍ପରେ ଉତ୍ତମ ଆୟ ହେବ।
ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ଧନୁ:ଦିନଟି ପ୍ରସନ୍ନତା ଭିତରେ କଟିବ। ସନ୍ତାନସନ୍ତତିଙ୍କୁ ନେଇ ଖୁସିରେ ରହିବେ। ପରିବହନ, ଶିଳ୍ପ ଓ ବାଣିଜ୍ୟ ଉତ୍ସାହଜନକ ରହିବ।
ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ମକର:କର୍ମକ୍ଷେତ୍ରରେ ବିରୋଧାଭାସ ରହିବ। ଚାକିରିରେ ଅସହଯୋଗ ରହିବ। ମହିଳାମାନେ ଚିନ୍ତାରେ ରହିବେ। ଶିଳ୍ପ ଓ ବାଣିଜ୍ୟ ମନ୍ଥର ରହିବ।
ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କୁମ୍ଭ:ସମାଜରେ ଉତ୍ତମ ଆସନରେ ଅଳଙ୍କୃତ ହେବେ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ପରିବହନ ଓ ବାଣିଜ୍ୟରେ ନୂତନ ପୁଞ୍ଜିନିବେଶ କରି ସଫଳତା ପାଇବେ।
ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ମୀନ:କୌଣସି କ୍ଷେତ୍ରରେ ଅର୍ଥପ୍ରାପ୍ତି ହୋଇପାରେ। ସାଂସାରିକ ଉତ୍ତମ ବୁଝାମଣା ରହିବ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ଶୁଭ ଫଳ ମିଳିବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

Leave A Reply

Your email address will not be published.