ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ ( ୧୯-୦୫-୨୦୨୧ )

ମେଷ:କେତେକ କାର୍ଯ୍ୟ ସ୍ଥଗିତ ରହିପାରେ। ସାଂସାରିକ ମନାନ୍ତର ଦେଖାଦେବ। ଚାକିରିରେ କାର୍ଯ୍ୟଭାର ରହିବ। ଶିଳ୍ପ ଓ ବାଣିଜ୍ୟରେ ମନ୍ଥର ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବୃଷ:ସମାଜରେ ସୁନାମ ପାଇବେ।ପ୍ରଶାସନିକ ଉଚ୍ଚସମ୍ମାନ ପାଇବେ। ଚାକିରିରେ ସଠିକ ଦାୟିତ୍ବ ତୁଲାଇବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ

ମିଥୁନ:ଆର୍ଥିକ କ୍ଷେତ୍ରରେ ସଫଳତା ମିଳିବ। ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ଶୁଭ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କର୍କଟ:ଚଳଚଞ୍ଚଳ ରହିବେ। ମହିଳାମାନେ ସୁଖୀ ରହିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ।
ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ଏଥିସହିତ ପଢ଼ନ୍ତୁ

ସିଂହ:କାର୍ଯ୍ୟ ମନ୍ଥର ଓ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଚାକିରିରେ ବିରକ୍ତିମନା ରହିବେ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟରେ ବ୍ୟୟ ଦେଖାଦେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

କନ୍ୟା:ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ତୁଳା:ସହଯୋଗ ପାଇ ଆଗେଇ ଚାଲିବେ। ପ୍ରଶାସନିକ ଓ ରାଜନୀତିରେ ଧନସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ରକ୍ଷଣଶୀଳ ହେବେ। ବାଣିଜ୍ୟରେ ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ବିଛା:ଶୃଙ୍ଖଳିତ ଭାବରେ କାର୍ଯ୍ୟ ସମାପନ କରିବେ।ରାଜନୀତିରେ ସମ୍ମାନ ବୃଦ୍ଧି ପାଇବ। ସାଂସାରିକ ଦାନଧର୍ମରେ ମନ ରହିବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ଧନୁ:ମରୀଚିକା ପଛେ ଦୌଡିବା ଭଳି ମନେ ହେବ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ରାଜନୀତିରେ ଅସହଯୋଗ ରହିବ। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମକର:କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଦାମ୍ପତ୍ୟ ସୁଖମୟ ରହିବ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ସଞ୍ଚୟ ହେବ।
ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

କୁମ୍ଭ:ଦିନଟି ବ୍ୟସ୍ତତା ଭିତରେ କଟିବ। ଚାକିରିରେ ସହକର୍ମୀଙ୍କ ସହଯୋଗ ପାଇବେ। ମହିଳାମାନେ ଦାୟିତ୍ବବାନ ହେବେ। ବାଣିଜ୍ୟରେ ସଫଳ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମୀନ:ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ସନ୍ତାନମାନଙ୍କୁ ନେଇ ଗୌରବାନ୍ବିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

Leave A Reply

Your email address will not be published.