ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ (୨୫-୦୮-୨୦୨୧)

ମେଷ:ଦିନଟି ଚଳଚଞ୍ଚଳ ରହିବେ। କୌଣସି କାର୍ଯ୍ୟ ପାଇଁ ଦୂରଯାତ୍ରା କରିପାରନ୍ତି। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ହେବ। ଶିକ୍ଷାର୍ଥୀ ସଫଳ ହେବେ।

ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବୃଷ:ସ୍ବପ୍ନ ସାକାର ହେବ। ମହିଳାମାନେ ସୁଖୀ ହେବେ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ବାଣିଜ୍ୟରେ ସମୃଦ୍ଧି ରହିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ।

ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ଏଥିସହିତ ପଢ଼ନ୍ତୁ

ମିଥୁନ:ନୂତନ ଯୋଜନା କରି ସଫଳ ହେବେ। ଚାକିରିରେ ସହଯୋଗ ମିଳିବ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଉତ୍ତମ ଆୟ ହେବ।

ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କର୍କଟ:ଅନ୍ୟକୁ ସାହାଯ୍ୟ କରି ସମସ୍ୟାରେ ପଡ଼ିବେ। ଚାକିରିରେ ଅବହେଳା ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ମାନ୍ଦା ରହିବ।

ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ସିଂହ:ଦିନଟି ସ୍ବାସ୍ଥ୍ୟ ଜନିତ ସମସ୍ୟା ରହିବ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ହତାଦର ହେବେ। ବାଣିଜ୍ୟରେ ଚିନ୍ତାଜନକ ରହିବ।
ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

କନ୍ୟା:ଦିନଟି ପ୍ରସନ୍ନତା ଭିତରେ କଟିବ। ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ପ୍ରସାର ହେବ।

ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ତୁଳା:ଉଦଯୋଗ କରି ସୁଫଳ ପାଇବେ। ସାଂସାରିକ ଉତ୍ତମ ବୁଝାମଣା ରହିବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ବାଣିଜ୍ୟରେ ଲାଭ ମିଳିବ।

ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ

ବିଛା:କର୍ମକ୍ଷେତ୍ରରେ ଠକାମିରେ ପଡିପାରନ୍ତି। ସନ୍ତାନସନ୍ତତିମାନେ ଅବାଧ୍ୟ ହୋଇପାରନ୍ତି। ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ।
ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ଧନୁ:କୌଣସି ବିଷୟକୁ ନେଇ ଉତ୍ତେଜନାରେ ରହିବେ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡିପାରନ୍ତି।

ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ମକର:ନିଜର ବୁଦ୍ଧିମତା ଦ୍ବାରା କାର୍ଯ୍ୟ ହାସଲ କରିବେ। ଭ୍ରାତୃଭଗ୍ନୀଙ୍କ ସହଯୋଗ ମିଳିବ। ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ।

ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

କୁମ୍ଭ:କାର୍ଯ୍ୟହାନି ଓ ମନସ୍ତାପରେ ରହିବେ।ପଡୋଶୀଙ୍କ ସହ ମନାନ୍ତର ହୋଇପାରେ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ।

ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ମୀନ:ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ।ଅତିଥିଙ୍କ ଆଗମନ ହୋଇପାରେ। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ପ୍ରସାର ହେବ।
ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

Leave A Reply

Your email address will not be published.