ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବୁଧବାର ରାଶିଫଳ (୨୮-୦୭-୨୦୨୧)

ମେଷ:ପରିଶ୍ରମର ଉଚିତ ମୂଲ୍ୟ ପାଇବେ। ଚାକିରିରେ କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି। ମହିଳାମାନେ ଗୃହକାର୍ଯ୍ୟରେ ବ୍ୟସ୍ତ ରହିବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ବୃଷ:ସ୍ବପ୍ନ ସାକାର ହେବ। ମହିଳାମାନେ ଉଚ୍ଚାଭିଳାଷୀ ହେବେ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ଶିଳ୍ପ ଓ ବାଣିଜ୍ୟରେ ବେଶ୍‌ ଭଲ ଲାଭ ମିଳିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଚାକିରିରେ ପଦୋନ୍ନତି ଯୋଗ ରହିଛି। ମହିଳାମାନେ ସମ୍ମାନ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କର୍କଟ:ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ସମସ୍ୟାରେ ପଡିବେ। ସାଂସାରିକ ଉଦାସ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦିନ୍ଦ୍ବିତା ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଏଥିସହିତ ପଢ଼ନ୍ତୁ

ସିଂହ:କର୍ମକ୍ଷେତ୍ରରେ ବିଷମ ପରିସ୍ଥିତି ରହିବ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିପାରନ୍ତି। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କନ୍ୟା:ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ। ବନ୍ଧୁବାନ୍ଧବଙ୍କ ସହଯୋଗ ପାଇବେ। ଚାକିରିରେ ପ୍ରଶଂସିତ ହେବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ

ତୁଳା:ଦିନଟି କର୍ମତତ୍ପର ରହିବେ। ଚାକିରିରେ ସମ୍ମାନଜନକ ପଦବୀ ମିଳିପାରେ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଧଳା

ବିଛା:କର୍ମକ୍ଷେତ୍ରରେ ଅସହଯୋଗ ଦେଖାଦେବ। ଚାକିରିରେ କାର୍ଯ୍ୟ ବହୁଳ ରହିବ। ରାଜନୀତି ପ୍ରତିକୂଳ ରହିବ। ଶିଳ୍ପ ଓ ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ:ଅଜଣା ବ୍ୟକ୍ତିଙ୍କ ସହଯୋଗ ପାଇ ଆଗେଇବେ। ଚାକିରିରେ କର୍ମତତ୍ପର ରହିବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ସଫଳତା ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ମକର:ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ଚାକିରିରେ ସ୍ଥାୟିତ୍ବ ବୃଦ୍ଧି ପାଇବ। ପ୍ରଶାସନିକ ସକ୍ରିୟ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଆୟ ଉତ୍ତମ ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କୁମ୍ଭ:ଦିନଟିରେ ଅଭାବ ଓ ଅସୁବିଧା ଦେଖାଦେବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥା ହରାଇବେ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ମୀନ:ଦିନଟିରେ ଉତ୍ସାହିତ ରହିବେ। ଦେହ ଓ ମନ ପ୍ରଫୁଲ୍ଲ ରହିବ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ଲୋକପ୍ରିୟ ହେବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

Leave A Reply

Your email address will not be published.