ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ବଢୁଛି ଶୀତ, ଆସନ୍ତା ୨ ଦିନ ମଧ୍ଯରେ ଆହୁରି ଖସିବ ପାରଦ

ଭୁବନେଶ୍ୱର: ରାଜ୍ୟରେ ଶୀତର ପ୍ରକୋପ ବଢିଛି। ଆସନ୍ତା ୨ ଦିନ ମଧ୍ୟରେ ପାରଦ ୩ରୁ ୫ ଡିଗ୍ରୀ ଯାଏ ଖସିବା ସହ ଥଣ୍ଡାର ପ୍ରକୋପ ଆହୁରି ବଢ଼ିବାର ସମ୍ଭାବନା ରହିଛି। ଉତ୍ତରା ପବନ ଧୀରେଧୀରେ ସକ୍ରିୟ ହେଉଥିବାରୁ ରାଜ୍ୟକୁ ଥଣ୍ଡା ଓ ଶୁଷ୍କବାୟୁ ଅଧିକ ପ୍ରବାହିତ ହେବ। ଏହାସହ ରାଜ୍ୟର କିଛି କିଛି ଅଞ୍ଚଳରେ କୁହୁଡ଼ି ମଧ୍ୟ ଦେଖାଯିବ। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଓ କଟକ ଆଦି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.