ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
BJD 166×600

ବର୍ଷା-ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନା ନେଇ ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବୌଦ୍ଧ, ବଲାଙ୍ଗୀର, ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ବାଲେଶ୍ବର ଜିଲ୍ଲାକୁ ସତର୍କ ସୂଚନା ଜାରି କରଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ  ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.