ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବାର୍‌ହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

ଏମ୍ ରାମପୁର: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ । ଏଭଳି ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ନର୍ଲା ଅଲାବୁଲ୍ଲା ଗାଁରେ । ମୃତ ଯୁବକ ରାମପୁରର ସଞ୍ଜୀବ ରଣା ବୋଲି ଜଣାପଡ଼ିଛି । ବାରହା ମାରିବାକୁ ବିଦ୍ୟୁତ୍ ତାର ବିଛାଯାଇଥିବା ବେଳେ ତାର ସଂସ୍ପର୍ଶରେ ଆସି ଯୁବକ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ କଳାହାଣ୍ଡି ଜିଲ୍ଲା ଏମ୍ ରାମପୁର ଅଞ୍ଚଳର ସଂଜିବ ରଣା। ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡିଛି । ଘଟଣାଟି ଘଟିଛି ନର୍ଲା ଥାନା ଅନ୍ତର୍ଗତ ଅଲାବୁରା ବୁରାଟ ଜଙ୍ଗଲରେ। ଅନ୍ୟ ଜଣେ ଗୁରୁତର ଚିକିତ୍ସା ପାଇଁ ବଲାଙ୍ଗୀର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.